Posted inଜାତୀୟ

କାରଖାନାରେ ଭୟାବହ ଅଗ୍ନିକାଣ୍ଡ: ୪୩ ମୃତ; ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୮।୧୨: କେନ୍ଦ୍ରୀୟ ଦିଲ୍ଲୀର ରାଣୀ ଝାନ୍ସୀ ରୋଡ୍‌ ନିକଟରେ ଥିବା ଏକ ସ୍କୁଲ ବ୍ୟାଗ୍‌ ତିଆରି କାରଖାନାରେ ରବିବାର ଭୋର୍‌ ୫ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି। ଖବର ପାଇ ୩୦ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଦ୍ଧାରକାରୀ ଦଳ ୫୬ରୁ ଅଧିକ ଲୋକଙ୍କୁ ଉଦ୍ଧାର କରିଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୧୫ ଜଣ ଆହତଙ୍କ ଅବସ୍ଥା ଗୁରୁତର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ତେବେ କାରଖାନା ଭିତରେ କିଛି ଲୋକ ରହିଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି। ଶର୍ଟ ସର୍କିଟ୍‌ ଯୋଗୁ କାରଖାନାରେ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ କହିଛି।

ବ୍ୟାଗ୍ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ , ୪୩ ମୃତ -ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା

କେନ୍ଦ୍ରୀୟ ଦିଲ୍ଲୀର ରାଣୀ ଝାନ୍ସୀ ରୋଡ୍‌ ନିକଟରେ ଥିବା ଏକ ସ୍କୁଲ ବ୍ୟାଗ୍‌ ତିଆରି କାରଖାନାରେ ରବିବାର ଭୋର୍‌ ୫ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି।#NewDelhi #AnajMandi #DharitriLive #RaniJhansiRoad #LuggageFactory #DelhiRailwayStation #Dharitri

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಶನಿವಾರ, ಡಿಸೆಂಬರ್ 7, 2019

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତା ଫିର୍ଦୋସଙ୍କୁ ଭାରତ ଛାଡିବାକୁ କେନ୍ଦ୍ରର ନିର୍ଦ୍ଦେଶ

କୋଲକାତା,୧୭ା୪: ପଶ୍ଚିମବଙ୍ଗ ରାଇଗଞ୍ଜ ଲୋକ ସଭା ଆସନର ଟିଏମ୍‌ସି ପ୍ରାର୍ଥୀ କହ୍ନେୟାଲାଲ ଅଗ୍ରଓ୍ବାଲଙ୍କ ସପକ୍ଷରେ ବାଂଲାଦେଶୀ ଅଭିନେତା ଫିର୍ଦୋସ ଅହମ୍ମଦ ନିର୍ବାଚନ ପ୍ରଚାର କରିବା ପରେ...

ହାଇଦ୍ରାବାଦ ଏନକାଉଣ୍ଟରକୁ ସମର୍ଥନ କଲେ ଜଗନ ରେଡ୍ଡୀ, କହିଲେ ମୋର ବି ଅଛନ୍ତି ଦୁଇଟି ଝିଅ

ହାଇଦ୍ରାବାଦ,୯।୧୨:ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ ଜଗନ ରେଡ୍ଡୀ ହାଇଦ୍ରାବାଦ ଏନକାଉଣ୍ଟରକୁ ସମର୍ଥନ କରିଛନ୍ତି। ସେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ଏବଂ ପୋଲିସକୁ ପ୍ରଶଂସା କରିଛନ୍ତି।...

ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଖଟ୍ଟର, ଦୁଷ୍ୟନ୍ତ ଉପ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୬।୧୦: ହରିୟାଣା ରାଜନୀତିର ଅଙ୍କକଷା ଭିତରେ ରବିବାର ଭାଜପା ନେତା ମନୋହର ଲାଲ ଖଟ୍ଟର ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରବିବାର ଅପରାହ୍ନ...

ବାଲାଜୀଙ୍କ ସମେତ ଅନ୍ୟ ଦେବାଦେବୀଙ୍କ ନାଗରିକତ୍ୱ ପ୍ରମାଣ ଲୋଡିଲେ ପୂଜାରୀ

ହାଇଦ୍ରାବାଦ୍‌ ,୨୬।୧: ଦେଶରେ ସିଏଏ ବିରୋଧ ତଥା ସମର୍ଥନରେ ବିଭିନ୍ନ ପ୍ରଦର୍ଶନ ଜାରି ରହିଛି। ତେବେ ହାଇଦ୍ରାବାଦ୍‌ ଚିଲକୁର ବାଲାଜୀ ମନ୍ଦିରର ମୁଖ୍ୟ ପୂଜାରୀ ସି.ଏସ୍‌....

ରାଷ୍ଟ୍ରଦୂତ ପଦରୁ ହଟିଲେ ରେଣୁ ପଲ୍‌

ନୂଆଦିଲ୍ଲୀ,୩୦।୧୨(ଆଇଏଏନ୍‌ଏସ୍‌): ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ରେଣୁ ପଲ୍‌ଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ସେ ସେଠାରେ ମାସକୁ ୧୫ ଲକ୍ଷ ଟଙ୍କାର ଏକ ଆପାର୍ଟମେଣ୍ଟ...

ଜଷ୍ଟିସ୍‌ ତାହିଲରମଣିଙ୍କ ବିରୋଧରେ ଅନିୟମିତତା ଅଭିଯୋଗ: ତଦନ୍ତ ଲାଗି ସିବିଆଇକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧ା୧୦: ଗୋଇନ୍ଦା ବ୍ୟୁରୋ (ଆଇବି) ରିପୋର୍ଟ ଆଧାରରେ ମାଡ୍ରାସ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଭି.କେ. ତାହିଲରମଣିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ...

ଆନ୍ଧ୍ରରେ ମହଙ୍ଗା ହେଲା ମଦ

ନୂଆଦିଲ୍ଲୀ, ୬ା୫: ଲକ୍‌ଡାଉନ୍‌ ଅବଧି ତୃତୀୟ ଥର ଲାଗି ବଢ଼ିଥିବା ବେଳେ ଆନ୍ଧ୍ରପ୍ରଦେଶରେ ମଦ ଦର ପୁଣି ୫୦% ମହଙ୍ଗା ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ...

ଅନୁପସ୍ଥିତ ଏମ୍‌ପିଙ୍କୁ ମିଳିବନି ପ୍ରଶ୍ନ ପଚାରିବା ସୁଯୋଗ

ନୂଆଦିଲ୍ଲୀ,୪ା୧୨(ପି.ଟି.): ପ୍ରଶ୍ନୋତ୍ତର କାଳରେ ଯେଉଁ ଏମ୍‌ପିମାନେ ପ୍ରଶ୍ନ ପଚାରିବାକୁ ନାଁ ଦେଉଛନ୍ତି, ସେମାନେ ଅନୁପସ୍ଥିତ ରହିଲେ ଅଧିବେଶନର ଅବଶିଷ୍ଟ ସମୟରେ ପ୍ରଶ୍ନ ପଚାରିବାକୁ ସେମାନଙ୍କୁ ସୁଯୋଗ...


Coronavirus Update

Archives

Model This Week

Why Dharitri