ଖାଦ୍ୟ ବାଣ୍ଟିଲେ ଖଇରା ଥାନା ଆଇଆଇସି

ଖଇରା, ୩।୪(ଡି.ଏନ.ଏ.)-ଖଇରା ଥାନା ଆଇଆଇସି ସୁବ୍ରତ ବେହେରା ଗୁରୁବାର ବିଭିନ୍ନ ଗ୍ରାମକୁ ଯାଇ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିଛନ୍ତି ା ନନ୍ଦୁର ଗ୍ରମ ଆଦିବାସୀ ସାହି ଓ ଗୋଳିହା ମାଧବ ଆଦିବାସୀ ସାହିକୁ ଯାଇ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିଛନ୍ତି। ଏଥିରେ ଥାନାର ଅନ୍ୟ କର୍ମଚାରୀ ଓ ସ୍ଥାନୀୟ ଲୋକପ୍ରତିନିଧିମାନେ ତାଙ୍କୁ ସହାୟତା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri