Posted inରାଜ୍ୟ

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅନ୍‌ଲାଇନ୍‌ ଅଭିଯୋଗ ନମ୍ବର ଜାରି

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସାଧାରଣ ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ଏକୀକୃତ ଅଭିଯୋଗ ନଂ.୧୯୬୭ (ଟୋଲ୍‌ ଫ୍ରି) କାର୍ଯ୍ୟକାରୀ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟିକୁ କାର୍ଯ୍ୟକାରୀ କରାଯିବା ପରିପ୍ରେକ୍ଷୀରେ ଏହି ନମ୍ବର ଜାରି ହୋଇଛି। ସାଧାରଣ ଲୋକେ ସହଜରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ବନ୍ଧୀୟ ଅଭିଯୋଗ କରିପାରିବେ। ଏହାଦ୍ୱାରା ରାଜ୍ୟ ସରକାର ଏବଂ ଜନତାଙ୍କ ମଧ୍ୟରେ ଯୋଗାଯୋଗ ଆହୁରି ସୁଗମ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ: ଖୋଲା ଥିବା ସ୍କୁଲ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ, ଗଠନ ହେଲା ସ୍କ୍ବାଡ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଓଡ଼ିଶାରେ କରୋନା ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩୧ ମାର୍ଚ୍ଚ ଯାଏ ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନକୁ...

ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ: ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚତ୍ବାକୁ ଯାତ୍ରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୬।୯ (ବ୍ୟୁରୋ): ସଫଳ ନେତୃତ୍ୱ ଯୋଗୁ ନୂଆଦିଲ୍ଲୀରେ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିବେ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ...

ପୋଖରୀରେ ବୁଡ଼ିଗଲେ ୨ ଶିଶୁ

ବୈପାରିଗୁଡ଼ା,୫ା୧୧ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ଥାନା ଅଧୀନ ରାମଗିରି ଫାଣ୍ଡି ମାଠପଡା ପଞ୍ଚାୟତର ଗଇପଦର ଗ୍ରାମରେ ଶୁକ୍ରବାର ପୋଖରୀରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ...

ବ୍ରହ୍ମପୁର ରେଳ ଷ୍ଟେସନରେ ଖୋଲିଲା ସଂରକ୍ଷିତ ଟିକଟ୍‌ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚାଲିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୨ା୫-ବ୍ରହ୍ମପୁର ରେଳଷ୍ଟେସନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର(ରିଜର୍ଭେସନ ଟିକଟ କାଉଣ୍ଟର) ଶୁକ୍ରବାରଠାରୁ ପୁଣି ଖୋଲିଛି। ରେଳ ବିଭାଗ ପକ୍ଷରୁ ଜୁନ ପହିଲାରୁ ଟ୍ରେନ...

ଇତିହାସର ସ୍ବାକ୍ଷର ବହନ କରୁଛି ସୂର୍ଯ୍ୟଘଡ଼ି

୧୮୮୫ ମେ ୧୮ରେ ଲର୍ଡ ରିପନ ସ୍ବାୟତ ଶାସନ ପ୍ରାସ୍ତବ ଆଗତ କରିଥିଲେ। ତେବେ ଏହା ପୂର୍ବରୁ ଓଡ଼ିଶାର ପ୍ରଥମ ମ୍ୟୁନିସିପାଲିଟି କେନ୍ଦ୍ରାପଡ଼ାଠାରେ ୧୮୬୯ ମାର୍ଚ୍ଚ...

ଶୁକ୍ରବାରଠାରୁ ଇ-ବସ୍‌ ‘ଡେମୋ ରନ୍‌’

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବା ସାରା ଦେଶରେ ଆଦୃତ୍ତ ହୋଇଛି। ଦେଶର ଶ୍ରେଷ୍ଠ ସିଟି...

ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ...

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ଚମ୍ପୁଆ,୧୫ା୧(ଡି.ଏନ.ଏ):  ଚମ୍ପୁଆ ଏନଏସି ଅନ୍ତର୍ଗତ ବସାସାହିର ଅନତି ଦୂରରେ ଗତ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ମୟୂରଭଞ୍ଜ...

Advertisement
Archives

Model This Week