ଖାଦ୍ୟ ସଙ୍କଟ ମୁହାଁ ପୃଥିବୀ: ଦାରିଦ୍ର୍ୟ ତାଲିକାରେ ଯୋଡ଼ି ହେବେ ୪ କୋଟି ୯୦ ଲକ୍ଷ ଲୋକେ

ଜେନେଭା, ୧୦।୬: ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ବହୁ ଦେଶରେ ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଅବସ୍ଥା ସଙ୍କଟ ସୃଷ୍ଟି କରିଛି। ଏହାର ପ୍ରଭାବରେ ଚଳିତବର୍ଷ ପୃଥିବୀରେ ନୂଆ ୪ କୋଟି ୯୦ ଲକ୍ଷ ଲୋକେ ଦାରିଦ୍ର୍ୟ ତାଲିକାରେ ଯୋଡ଼ି ହେବାର ଆଶଙ୍କା ଦେଖାଦେଇଥିବା ଜାତିସଂଘ ପକ୍ଷରୁ କୁହାଯାଇଛି। ସେହିପରି ୭ଲକ୍ଷ ଶିଶୁ କୁପୋଷଣ ତାଲିକାରେ ଯୋଡ଼ି ହେବେ। କିଛି ମାସ ପୂର୍ବରୁ ପୃଥିବୀର ୭୮୦ କୋଟି ଲୋକଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟଶସ୍ୟ ଥିଲେ ମଧ୍ୟ ଏବେ ସ୍ଥିତି ବଦଳି ଯାଇଛି। ସମ୍ପ୍ରତି ୮୨ କୋଟି ଲୋକଙ୍କ ପାଖରେ ଖାଇବା ପାଇଁ ନାହିଁ। ସେମାନଙ୍କ ମଧ୍ୟରେ ୧୪ କୋଟି ୪୦ ଲକ୍ଷ ୫ ବର୍ଷରୁ କମ୍‌ ବୟସ୍କ ଶିଶୁ କୁପୋଷଣର ଶିକାର ହୋଇଛନ୍ତି। କରୋନା ମହାମାରୀ ଯୋଗୁ ପୃଥିବୀ ଖାଦ୍ୟ ସଙ୍କଟ ମୁହାଁ ହୋଇଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri