Posted inଜାତୀୟ

ଖାରଜ ହେଲା ଶିବକୁମାରଙ୍କ ଆବେଦନ

ନୂଆଦିଲ୍ଲୀ,୪।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକର କଂଗ୍ରେସ ନେତା ଡିକେ ଶିବକୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଖାରଜ କରି ଦେଇଛନ୍ତି। ଏହାପରେ କୋର୍ଟ ତାଙ୍କୁ ୧୩ ସେପ୍ଟେମ୍ବର ପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର କଷ୍ଟୋଡିକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଇଡି ଶିବକୁମାରଙ୍କ ପାଇଁ ୧୪ ଦିନର କଷ୍ଟୋଡି ମାଗିଥିଲେ। ତେବେ ଶିବକୁମାର କଷ୍ଟୋଡିରେ ରହିବା ସମୟରେ ପ୍ରତିଦିନ ଅଧ ଘଣ୍ଟା ପାଇଁ ତାଙ୍କ ପରିଜନ ଓ ଓକିଲ ତାଙ୍କୁ ସାକ୍ଷାତ୍‌ କରିପାରିବେ। ପ୍ରଥମେ କୋର୍ଟ ଶୁଣାଣି ସ୍ଥଗିତ ରଖିଥିବା ବେଳେ ପରେ ତାଙ୍କୁ ୧୩ ସେପ୍ଟେମ୍ବର ପର୍ଯ୍ୟନ୍ତ ଇଡି କଷ୍ଟୋଡିକୁ ପଠାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୯୪୭ ସ୍ମୃତି ଉଜ୍ଜୀବିତ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ବାଟ ଫିଟାଇଛି ଗଣତନ୍ତ୍ରର ମନ୍ଦିର ପାର୍ଲାମେଣ୍ଟ। ଏହାକୁ...

ପଞ୍ଜାବ କଂଗ୍ରେସରେ କନ୍ଦଳ: ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇବାକୁ ଦାବି

ନୂଆଦିଲ୍ଲୀ,୭।୮: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ବିରୋଧରେ ରାଜ୍ୟସଭାର ୨ କଂଗ୍ରେସ ଏମ୍‌ପି ସ୍ବର ଉତ୍ତୋଳନ କରିଛନ୍ତି। ଏମାନେ ହେଲେ ପ୍ରତାପ ସିଂ ବାଜଓ୍ବା,...

ମହାରାଷ୍ଟ୍ର ପୋଲିସ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫ କରୋନା ପଜିଟିଭ

ମୁମ୍ବାଇ,୧୯।୫: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ଏଠାକାର ଆଗଧାଡିର ଯୋଦ୍ଧା ସାଜିଥିବା ପୋଲିସ ବି ଏଥିରୁ ବାଦ୍‌ ଯାଇନାହିଁ। ଗତ ୨୪ ଘଣ୍ଟା...

କଂଗ୍ରେସରୁ ଇସ୍ତଫା ଦେଲେ ଋଚି ଗୁପ୍ତା

ନୂଆଦିଲ୍ଲୀ, ୧୯।୧୨-କଂଗ୍ରେସର ଛାତ୍ର ଶାଖା ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିୟନ ଅଫ ଇଣ୍ଡିଆ(ଏନଏସୟୁଆଇ)ର ଭାରପ୍ରାପ୍ତ ଯୁଗ୍ମ ସମ୍ପାଦକ ଋଚି ଗୁପ୍ତା ଶନିବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି।...

ଇଦ୍‌ରେ ଘରକୁ ଆସିଥିବା ଯବାନ ଅପହରଣ

ଜମ୍ମୁ,୩।୮: ଇଦ୍‌ରେ ଘରକୁ ଆସିଥିବା ଜବାନଙ୍କୁ ଆତଙ୍କବାଦୀମାନେ ରବିବାର ସନ୍ଧ୍ୟାରେ ଅପହରଣ କରିନେଇଛନ୍ତି। ଏଥିସହ ଯବାନଙ୍କ ଗାଡ଼ିକୁ ମଧ୍ୟ ଆତଙ୍କବାଦୀମାନେ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି।...

ଦିନକୁ ୧୦ ଲକ୍ଷ କରୋନା ପରୀକ୍ଷା

ନୂଆଦିଲ୍ଲୀ, ୨୩ା୮: ମହାମାରୀ କରୋନାର ଉଗ୍ରରୂପ ଜାରି ରହିଥିବାବେଳେ କରୋନା ପରୀକ୍ଷାରେ ଭାରତ ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଗୋଟିଏ ଦିନକରେ ଦେଶରେ ୧୦...

ଗୌତମ ଘୋଷଙ୍କ ଘରୁ ଇଭିଏମ୍‌-ଭିଭିପାଟ୍‌ ଜବତ

କୋଲକାତା,୬।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଜାରି ରହିଛି ରାଜ୍ୟର ୩୧ ଜିଲାରେ ମତଦାନ କରାଯାଉଛି। ଉଲୁବେରିଆ ଅଞ୍ଚଳରେ ତୃଣମୂଳ କଂଗ୍ରେସ...

କରୋନା ତାଣ୍ଡବ: ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି…

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର...

Advertisement


Archives

Model This Week