ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା

ଧରାକୋଟ,୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଧୀନ ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟ ଭରତ ବେହେରା (୬୭)ଙ୍କୁ ଶୁକ୍ରବାର ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଶଳା ଗୌରହରି ବେହେରାଙ୍କ ଏତଲା କ୍ରମେ ବଡ଼ଗଡ଼ ପୋଲିସ ନଂ. ୨/୨୦ରେ ମାମଲା ରୁଜୁ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ବଡ଼ଗଡ଼ ଥାନାଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ସାଇଣ୍ଟିଫିକ୍‌ ଟିମ ସହ ଘଟଣାସ୍ଥଳରେ ପହଞ୍ଚତ୍ ଅନୁସନ୍ଧାନ କରିଛନ୍ତି। ପ୍ରକାଶ ଯେ, ସକାଳୁ ଭରତ ସବୁଦିନ ଭଳି ମୁଢ଼ି ବିକିବା ପାଇଁ ମାଣିକ୍ୟପୁର ଆଡ଼କୁ ଯାଉଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ତାଙ୍କୁ ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ ଅଟକାଇ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ପୂର୍ବରୁ ଉକ୍ତ ଗ୍ରାମରେ ୬ ଧାନ ଗଦା ଓ ପାୱାର ଟିଲରରେ ନିଆଁ ଲଗାଯିବା ଘଟଣାକୁ ନେଇ ଗଁ।ର ୩ ଜଣ ବ୍ୟକ୍ତିଙ୍କଠାରୁ ଭରତଙ୍କ ସମେତ ୫ଜଣ ଗ୍ରାମ୍ୟ କମିଟିର ସଭ୍ୟ ଜରିମାନା ଆଦାୟ କରିଥିଲେ। ଏହାକୁ ନେଇ ହତ୍ୟାକାଣ୍ଡ ଘଟିଥିବା କପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

ଶିକାର କରିବାକୁ ଜଙ୍ଗଲରେ ବୁଲୁଥିଲେ, ମାଡ଼ି ବସିଲା ତାରସିଂ ପୋଲିସ; ବନ୍ଧୁକ ସହ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଡିମିରିଝୋଲି ଜଙ୍ଗଲରୁ ପୋଲିସ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ବଡ ଡିମିରିଝୋଲିର ସନ୍ତୋଷ…

ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…

ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri