ଖୋର୍ଦ୍ଧା ସାନପଦର ପଞ୍ଚାୟତର ୫ ଗାଁ ୭୨ ଘଣ୍ଟା ଶଟ୍‌ଡାଉନ

ଖୋର୍ଦ୍ଧା ଅଫିସ,୧୫।୬: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାନପଦର ପଞ୍ଚାୟତରୁ ସୋମବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଫେରନ୍ତା। ପରେ ସେ ହୋମ୍‌ କ୍ୱାରାଣ୍ଟାଇନରେ ରହିଥିଲେ ମଧ୍ୟ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି। ତେଣୁ ଉକ୍ତ ପଞ୍ଚାୟତରେ ଗୋଷ୍ଠୀ ସଂକ୍ରମଣକୁ ଏଡ଼ାଇବା ଲାଗି
ସ୍ଥାନୀୟ ସରପଞ୍ଚ ରେଣୁବାଲା ସାହୁ ସୋମବାର ସକାଳ ୯ଟାରୁ ୧୮ ତାରିଖ ରାତ୍ର ୧୨ଟା ପର୍ଯ୍ୟନ୍ତ ପଞ୍ଚାୟତର ରାଜସ୍ବ ଗ୍ରାମ ସାନପଦର, କୃଷ୍ଣସରଣପୁର, ରାସୋଳ, ଦୟାପଲି ଓ ବିଶ୍ୱନାଥପୁରକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା...

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri