ଖୋର୍ଦ୍ଧା ସାନପଦର ପଞ୍ଚାୟତର ୫ ଗାଁ ୭୨ ଘଣ୍ଟା ଶଟ୍‌ଡାଉନ

ଖୋର୍ଦ୍ଧା ଅଫିସ,୧୫।୬: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାନପଦର ପଞ୍ଚାୟତରୁ ସୋମବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଫେରନ୍ତା। ପରେ ସେ ହୋମ୍‌ କ୍ୱାରାଣ୍ଟାଇନରେ ରହିଥିଲେ ମଧ୍ୟ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି। ତେଣୁ ଉକ୍ତ ପଞ୍ଚାୟତରେ ଗୋଷ୍ଠୀ ସଂକ୍ରମଣକୁ ଏଡ଼ାଇବା ଲାଗି
ସ୍ଥାନୀୟ ସରପଞ୍ଚ ରେଣୁବାଲା ସାହୁ ସୋମବାର ସକାଳ ୯ଟାରୁ ୧୮ ତାରିଖ ରାତ୍ର ୧୨ଟା ପର୍ଯ୍ୟନ୍ତ ପଞ୍ଚାୟତର ରାଜସ୍ବ ଗ୍ରାମ ସାନପଦର, କୃଷ୍ଣସରଣପୁର, ରାସୋଳ, ଦୟାପଲି ଓ ବିଶ୍ୱନାଥପୁରକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହେଲାନି ପୋଲ

ବାସୁଦେବପୁର,୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ବଳିବିନ୍ଧା ଗ୍ରାମଠାରୁ ଗମେଈ ନଦୀକୁ ସଂଯୋଗ କରୁଥିବା ମୋହନ ସାମଲ ନାଳ ଜଳ ନିଷ୍କାସନର ଏକ ପ୍ରମୁଖ ନାଳ।...

ଶିମିଳିପାଳରୁ ଶିକାରୀ ଗିରଫ

ଖୁଣ୍ଟା, ୭।୫(ଡି.ଏନ.ଏ.)-ଡୁକୁରା ରେଞ୍ଜ ଅଧୀନ ଶିମିଳିପାଳ ସଂରକ୍ଷିତ ଜଙ୍ଗଲରୁ ଗତ ବୁଧବାର ବିଳମ୍ବିତ ରାତିରେ ବନ କର୍ମଚାରୀମାନେ ଜଣେ ଶିକାରୀଙ୍କୁ ଗିରଫ କରିଛନ୍ତି। ସେ ହେଲେ...

ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ...

ସୁରଟ ଫେରନ୍ତାଙ୍କୁ ବାଟରେ ଓହ୍ଲାଇ ଦେଲା ବସ୍‌

ଭଞ୍ଜନଗର,୨ା୫(ଡି.ଏନ୍‌.ଏ.)- ସୁରଟରୁ ଆସୁଥିବା ଏକ ବସ୍‌ ଶନିବାର ରାତିରେ ଆସିକା ଅଭିମୁଖେ ଯାଉଥିଲା। ଭଞ୍ଜନଗର ବଡକୋଦଣ୍ଡା ଛକ ନିକଟରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଓହ୍ଲାଇ...

ଏଟିଏମ୍‌, ଶାଖାରେ ଟଙ୍କାର ଅଭାବ ରଖନାହିଁ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଶୁକ୍ରବାର ଅର୍ଥ ବିଭାଗ ପକ୍ଷରୁ କେତେକ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସ୍ଥିତିରେ ବ୍ୟାଙ୍କଗୁଡିକ ପର୍ଯ୍ୟାପ୍ତ...

ଜଙ୍ଗଲ ଜମି ପଟ୍ଟା ଯୋଗାଇବାରେ ପ୍ରଶାସନ ବିଫଳ, ପଟ୍ଟା ପ୍ରଦାନ ପାଇଁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି, ୩ା୭(ଡି.ଏନ୍‌.ଏ.): ଦୀଘବର୍ଷ ଧରି ମାଲକାନଗିରି ଜିଲାରେ ବସବାସ କରି ଆସୁଥିବା ଅନୁସୂଚିତ ଜାତିଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବାରେ ପ୍ରଶାସନ କାଳ ବିଳମ୍ବ କରୁଥିବାରୁ...

ଚାକିରି ଅପେକ୍ଷାରେ ୩୩,୭୨୧ ବେକାର

  ବାରିପଦା ଅଫିସ, ୨୧ା୩- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ବେକାରି ସମସ୍ୟା ଉତ୍କଟ ହେବାରେ ଲାଗିଛି। ପ୍ରତିବର୍ଷ ବେକାରିଙ୍କ ସଂଖ୍ୟା ବଢ଼ି ବଢ଼ି...

ଭଦ୍ରକରେ ରାପିଡ୍‌ ରେସ୍‌ପନ୍ସ ଟିମ୍‌

ଭଦ୍ରକ ଅଫିସ,୧।୫ – ଭଦ୍ରକ ଜିଲାରେ କେନ୍ଦ୍ରର ୩ ଜଣିଆ ରାପିଡ୍‌ ରେସ୍‌ପନ୍ସ ଟିମ ପହଞ୍ଚି କାର୍ଯ୍ୟ ଆରମ୍ଭ କରିଛି। ଏହି ଟିମ ପ୍ରଥମେ ଭଦ୍ରକ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *