Posted inଜାତୀୟ

ଖାଲକୁ ଖସିଲା ବସ: ୫ମୃତ, ୩୪ ଆହତ

ଶିମଲା,୧୦।୩: ହିମାଚଳପ୍ରଦେଶରେ ଭୋର୍‌ ୬ଟା ୪୫ରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟିଛି। ଭରମୋର-ପାଠାଣକୋଟ ଜାତୀୟ ରାଜପଥର ଚେହଲିଠାରେ ଏକ ଯାତ୍ରୀବାହୀ ବସ ଖାଲକୁ ଖସି ପଡ଼ିଛି। ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୪ ଲୋକ ଆହତଙ୍କ ହୋଇଛନ୍ତି। ଖବର ପାଇ ଘଟାଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସଟି ଚଣ୍ଡିଗଡ଼ରୁ ଚମ୍ବା ଯାଉଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’

ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ...

କଲାମଙ୍କ ନାଁରେ ଦିଆଯାଉଥିବା ପୁରସ୍କାରକୁ ନେଇ ପୁଣି ମତ ପରିବର୍ତ୍ତନ କଲେ ଆନ୍ଧ୍ର ସରକାର

ଅମରାବତି,୫।୧୧: ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ଡ. ଏପିଜେ ଅବଦୁଲ କଲାମ ପ୍ରତିଭା ପୁରସ୍କାରର ନାଁ ପରିବର୍ତ୍ତନ କରିଥିଲେ ବୋଲି ପ୍ରଥମେ...

ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଖପ୍ପା

ନୂଆଦିଲ୍ଲୀ,୨୨।୧୨: ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଶନିବାର ଆୟୋଜିତ ହୋଇଥିବା ଭାଜପାର ଧନ୍ୟବାଦ ରାଲିକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସଂଶୋଧିତ ନାଗରିକତ୍ୱ...

ଆଞ୍ଚଳିକ ଭାଷାରେ ପଢ଼ିହେବ ସୁପ୍ରିମକୋର୍ଟ ରାୟ

ନୂଆଦିଲ୍ଲୀ,୪ା୭: ସୁପ୍ରିମକୋର୍ଟ ଏପରି ଏକ ସଫ୍ଟଓ୍ବେର ଆପ୍ଲିକେଶନ୍‌ ଲଞ୍ଚ କରିବାକୁ ଯାଉଛନ୍ତି ଯେଉଁଥିରେ ଲୋକେ ଅଦାଲତଙ୍କ ରାୟ ଇଂଲିଶ ସମେତ ନିଜ ଭାଷାରେ ମଧ୍ୟ ପଢ଼ିପାରିବେ।...

ମହାରାଷ୍ଟ୍ରରେ ଏମିତି କେହି ଦୁଷ୍ୟନ୍ତ ନାହାଁନ୍ତି ଯାହାଙ୍କ ପିତା ଜେଲ୍‌ରେ ଅଛନ୍ତି: ସଞ୍ଜୟ

ମୁମ୍ବାଇ,୨୯।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଥିବା ବେଳେ ଏପର୍ଯ୍ୟନ୍ତ ସେମାନେ ସରକାର ଗଠନ କରି ପାରୁ ନାହାନ୍ତି। କାରଣ...

କେନ୍ଦ୍ରକୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୨୪ା୬: ଚାଇନାର ଅନୁପ୍ରବେଶକୁ ଅସ୍ବୀକାର କରିବା ମୋଦି ସରକାର ସୀମା ସ୍ଥିତିକୁ ଅତି ଖରାପ ଭାବେ ପରିଚାଳନା କରିଛନ୍ତି ବୋଲି କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି)...

ନଏଡା ପରେ ଏବେ ଗାଜିଆବାଦ ବର୍ଡର ସିଲ୍‌: କେବଳ ପାସ୍‌ଧାରୀଙ୍କୁ ମିଳିବ ପ୍ରବେଶ ଅନୁମତି

ଗାଜିଆବାଦ,୨୫।୫: ଉତ୍ତରପ୍ରଦେଶ ଗାଜିଆବାଦରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ମାମଲା ତୀବ୍ରଗତିରେ ବଢ଼ିବାରେ ଲାଗିଛି। କରୋନା ମାମଲାକୁ ବଢ଼ୁଥିବା ଦେଖି ଗାଜିଆବାଦ ପ୍ରଶାସନ ଏକ...

ଜୟପୁରରେ ୧୪୪ ଧାରା ଜାରି: ଇଣ୍ଟରନେଟ୍‌ ସେବା ବନ୍ଦ

ଜୟପୁର, ୧୪।୮: ରାଜସ୍ଥାନ ଜୟପୁରରେ ୨ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୯ ପୋଲିସ କର୍ମଚାରୀଙ୍କ ସମେତି ୨୪ରୁ ଅଧିକ ଆହତ ହୋଇଛନ୍ତି। ଶାନ୍ତି...

Coronavirus Update


Archives

Model This Week

Why Dharitri