Posted inଜାତୀୟ

ଖାଲକୁ ଖସିଲା ସ୍କୁଲ ବସ୍‌ ଡ୍ରାଇଭର ସମେତ ୩ ମୃତ

ଶିମଲା,୧।୭: ଶିମଲାର ଝଞ୍ଜିଡିରେ ସୋମବାର ଏକ ସ୍କୁଲ ବସ ଖାଲକୁ ଖସି ପଡିବା ଫଳରେ ଡ୍ରାଇଭର ଓ ୨ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ଥିବା ଅନ୍ୟ ୧୦ ଛାତ୍ର ଆହତ ମଧ୍ୟ ହୋଇଛନ୍ତି। ଏହି ଦୁର୍ଘଟଣା ପରେ ରାସ୍ତା କଡରେ ଥିବା ଅନ୍ୟ ଯାନକୁ ଉତ୍ୟକ୍ତ ଲୋକେ ଭଙ୍ଗାରୁଜା କରିଛନ୍ତି। ସେହି ବାଟ ଦେଇ ଯାଉଥିବା ଶିକ୍ଷାମନ୍ତ୍ରୀ ମଧ୍ୟ ଲୋକଙ୍କ ରୋଷର ଶିକାର ହୋଇଛନ୍ତି। ସୂଚନାଯୋଗ୍ୟ, ବସ୍‌ଟି ନିୟନ୍ତ୍ରଣ ହରାଇ ଖାଲକୁ ଖସିପଡିଥିଲା। ସେଠାରେ ଥିବା ଲୋକେ ତୁରନ୍ତ ପିଲାମାନଙ୍କୁ ଓ ଡ୍ରାଇଭରଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନା ପହଞ୍ଚାଇଥିଲେ ସୁଦ୍ଧା ଡାକ୍ତର ସେଠାରେ ୨ ଛାତ୍ର ଓ ଡ୍ରାଇଭରଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଆହତମାନଙ୍କର ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଖୋଲିବନି ସ୍ପା-ସେଲୁନ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ସାରା ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହାକୁ ନେଇ ଭିନ୍ନ ଭିନ୍ନ ରାଜ୍ୟରେ ନିୟମ କୋହଳରେ ପାର୍ଥକ୍ୟ...

ଜୁନ୍‌ ୨୬ରୁ ବିଦେଶ ଗସ୍ତରେ ଯିବେ ମୋଦି

ନୂଆଦିଲ୍ଲୀ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍‌ ୨୬-୨୮ରେ ବିଦେଶ ଗସ୍ତରେ ଯିବେ। ବୁଧବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ,...

ବଦାନତା ଦେଖାଇଲା ଭାରତ: ପାକିସ୍ତାନକୁ ପଠାଇଲା ମୃତଦେହ

ଶ୍ରୀନଗର,୫।୯: ଫିଦାୟିନ ଆକ୍ରମଣକାରୀ ତବାରକ ହୁସୈନ୍‌ଙ୍କ ମୃତଦେହ ପାକିସ୍ତାନକୁ ହସ୍ତାନ୍ତର କର ନିଜର ବଦାନତା ଦେଖାଇଛି ଭାରତ। ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟା ୬ମିନିଟ୍‌ରେ ହୁସୈନଙ୍କ...

ସିଙ୍ଗାପୁରରେ ନାନ୍ସି ପେଲୋସି

କୁଆଲାଲମ୍ପୁର, ୨ା୮: ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସିଙ୍କ ଏସିଆ ଗସ୍ତ ଆରମ୍ଭ ହୋଇଛି। ସୋମବାର ସେ ଏକ ପ୍ରତିନିଧି ମଣ୍ଡଳୀ ସହ ସିଙ୍ଗାପୁରରେ ପହଞ୍ଚିଛନ୍ତି।...

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଜେଲରେ କଏଦୀଙ୍କ ହାତରେ ବନ୍ଧୁକ: କହିଲେ କିଛି ବିଗାଡି ପାରିବେନି ଯୋଗୀ ସରକାର

ଉନ୍ନାଓ,୨୭।୬: ଉତ୍ତର ପ୍ରଦେଶର ଉନ୍ନାଓ ଜେଲରେ ଅପରାଧିମାନେ ହାତରେ ବନ୍ଧୁକ ଧରିଥିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ସାମ୍ନାକୁ ଆସିବା...

ଉନ୍ନାଓ ଦୁର୍ଘଟଣା: ଘଟଣାସ୍ଥଳରେ ପହଞ୍ଚିଲେ ସିବିଆଇ ଟିମ୍‌

ରାଏବରେଲି,୩୧।୭: ଏକ କାର୍‌ ଦୁର୍ଘଟଣାରେ ଉନ୍ନାଓ ବଳାତ୍କାର ପୀଡ଼ିତା ଗୁରୁତର ଆହତ ହୋଇଛନ୍ତି। ଏହି ମାମଲାର ଯାଞ୍ଚ୍‌ ପାଇଁ ସିବିଆଇ ୧୨ ଜଣିଆ ଟିମ୍‌ ଘଟଣାସ୍ଥଳରେ...

ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କୁ ଟିକେଟ ଦେଲାନି କଂଗ୍ରେସ

ଚଣ୍ଡିଗଡ଼,୧୬।୧: ପଞ୍ଜାବ ବିଧାନସଭା ନିର୍ବାଚନା ପୂର୍ବରୁ କଂଗ୍ରେସରେ ମୁଣ୍ଡ ଟେକିଛି ଏକ ବଡ଼ ବିଦ୍ରୋହ। ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନିଙ୍କ ସାନ ଭାଇ ଡ. ମନୋହର...

Advertisement
Archives

Model This Week