Posted inଜାତୀୟ

ଖାଲକୁ ଖସିଲା ସ୍କୁଲ ବସ୍‌: ୭ ମୃତ

ଡେରାଡୁନ,୬।୮: ଉତ୍ତରାଖଣ୍ଡର ଟିହିରି ଗଡଓ୍ବାଲରେ ମଙ୍ଗଳବାର ସକାଳୁ ଏକ ସ୍କୁଲ ଭ୍ୟାନ୍‌ ଖାଲକୁ ଖସି ପଡିବା ଫଳରେ ୭ ଶିଶୁଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏଥିରେ ଆହତ ହୋଇଥିବା ପିଲାମାନଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସକାଳେ ପିଲାମାନଙ୍କୁ ସ୍କୁଲ ନେଇ ଯାଉଥିବା ଭ୍ୟାନଟି ପ୍ରତାପନଗର ଅନ୍ତର୍ଗତ ମଦନନେଗି ଓ ଜଲଓ୍ବାଲ ଗାଁ ମଧ୍ୟରେ ଖାଲକୁ ଖସି ପଡିବାରୁ ଦୁର୍ଘଟଣା ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ପିଲାମାନଙ୍କୁ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…

କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି...

କେରଳ କ୍ୱାରାଣ୍ଟାଇନ୍‌ରୁ ଫେରାର ଆଇଏଏସ୍‌ ଅଧିକାରୀ ଉତ୍ତରପ୍ରଦେଶରୁ ଠାବ

ତିରୁଭାନନ୍ତମପୁରମ,୨୭।୩: କରୋନା ଭାଇରସ୍‌ ବ୍ୟାପିବାକୁ ଥିବା ଶୃଙ୍ଖଳକୁ ଭାଙ୍ଗିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ ଡାଉନ୍‌ ଜାରି କରିଛନ୍ତି। କିନ୍ତୁ ଏହାରି ଭିତରେ...

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ, ଜିମ୍ବାଓ୍ବେରୁ ଫେରିଥିଲେ…

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି...

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା...

‘ଭୂତାଣୁରୁ ରକ୍ଷା କରିବ ଅଶ୍ୱଗନ୍ଧା’

ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ...

‘ରେପ୍‌ ଇନ ଇଣ୍ଡିଆ’ ମନ୍ତବ୍ୟକୁ ନେଇ କ୍ଷମା ମାଗିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୩।୧୨: କଂlଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ ଇଣ୍ଡିଆ’ ମନ୍ତବ୍ୟକୁ ନେଇ ଲୋକ ସଭାରେ ଝଡ ଉଠିଛି। ଗୃହରେ ଭାଜପା ରାହୁଲ କ୍ଷମା...

‘ନେହେରୁ, ଗାନ୍ଧୀ ପରିବାର ପାଇଁ ଦେଶ ବଞ୍ଚିଛି’

ମୁମ୍ବାଇ, ୯ା୫: ଭାରତରେ କରୋନାର ଘାତକ ସଂକ୍ରମଣବେଳେ ବାହାର ଦେଶଗୁଡ଼ିକ ସହାୟତାର ହାତ ବଢ଼ାଇଛନ୍ତି। କିନ୍ତୁ ମୋଦି ସରକାର ଦିଲ୍ଲୀରେ ସେଣ୍ଟ୍ରାଲ ଭିଷ୍ଟା ନିର୍ମାଣ କାର୍ଯ୍ୟ...

୧୮ରେ ଚାଷୀଙ୍କ ରେଳରୋକୋ

ନୂଆଦିଲ୍ଲୀ, ୧୧।୨(ପି.ଟି.): କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ବଢ଼ାଇବା ପାଇଁ କୃଷକ ସଂଗଠନଗୁଡ଼ିକ ଫେବୃୟାରୀ ୧୮ରେ ଦେଶବ୍ୟାପୀ ୪ ଘଣ୍ଟିଆ ରେଳରୋକୋ ପାଇଁ ଡାକରା ଦେଇଛନ୍ତି।...

Advertisement
Archives

Model This Week