ଖାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଧାମନଗର,୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ କାଞ୍ଜିଆପାଳ ଗ୍ରାମର ଏକ ପାଣି ଖାଲରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ପୂର୍ଣ୍ଣଚନ୍ଦ୍ର ପୃଷ୍ଟି। ଦୁଇଦିନ ପୂର୍ବରୁ ତାଙ୍କ ଜମିରୁ ସାରୁ ଚୋରି ହୋଇଥିଲା। ସେ ଶନିବାର ରାତିରେ ସାରୁ କ୍ଷେତ ଜଗିବାକୁ ଯାଇଥିବା ବେଳେ ତାଙ୍କୁ କେହି ପିଟିପଟି ହତ୍ୟାକରି ନିକଟସ୍ଥ ଏକ ଖାଲରେ ପକାଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହା ସହ ସେମାନେ ସାଇଣ୍ଟଫିକ୍‌ ତଦନ୍ତ ଲାଗି ଦାବି କରିଛନ୍ତି। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ବିଭାଗର ମନମାନି : ବିନା ସୂଚନାରେ ସଂଯୋଗ ବିଚ୍ଛିନ୍ନ, ଉପଭୋକ୍ତା ମହଲରେ ଅସନ୍ତୋଷ

ଆନନ୍ଦପୁର,୩୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବିଦ୍ୟୁତ୍‌ ବିଭାଗର ମନମାନି ଯୋଗୁ ଉପଭୋକ୍ତା ଶୋଷଣର ଶିକାର ହେଉଥିବା ଅଭିଯୋଗ ହେଉଛି। ବିନା ସୂଚନାରେ ବାରମ୍ବାର ବିଦ୍ୟୁତ୍‌...

ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ

ଛତ୍ରପୁର,୧୮।୬(ଡି.ଏନ୍‌.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ...

ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଦାନ

ବାହାନଗା, ୩୦ା୪(ଡି.ଏନ.ଏ.)-ବାହାନଗା ବ୍ଲକର ସମସ୍ତ ଶିକ୍ଷକ ସଂଘ ପକ୍ଷରୁ କୋଭିଡି-୧୯ର ସଫଳ ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅର୍ଥ ଦାନ କରିଛନ୍ତି । ବ୍ଲକର...

ରାୟଗଡ଼ାରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ରତ୍ନପଥର ଜବତ

ରାୟଗଡ଼ା ଅଫିସ,୭ା୧୨-ଓଡ଼ିଶା କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌(ସ୍ପେଶାଲ୍‌ ଟାସ୍କ ଫୋର୍ସ) ସୋମବାର ରାୟଗଡ଼ା ଜିଲାରୁ ବିପୁଳ ପରିମାଣର ମୂଲ୍ୟବାନ୍‌ ରତ୍ନପଥର ଜବତ କରିଛି। ରାୟଗଡ଼ା ସହରସ୍ଥିତ ଜଗନ୍ନାଥ କମ୍ପ୍ଲ୍ଲେକ୍ସର...

୫୦ଏକର ଧାନ ନଷ୍ଟ କଲେ ହାତୀପଲ

ରାଇସୁଆଁ, ୨୩।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଜାମୁନାଳିଆ ଗ୍ରାମରେ ସୋମବାର ବିଳମ୍ବତି ରାତିରେ ୨୨ରୁ ଉର୍ଦ୍ଧ୍ୱ ହାତୀ ପଶି ୫୦ ଏକରରୁ ଅଧିକ ଧାନଫସଲ...

ସ୍ବତନ୍ତ୍ର କାଉଣ୍ଟରରେ ଆଳୁ, ପିଆଜ ବିକ୍ରି କରିବ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ, ୨୭।୩-କରୋନା କଟକଣା ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ନିୟନ୍ତ୍ରଣ ଲାଗି ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ...

ଏସ୍‌ଟିଏଫ୍‌ ପଞ୍ଝାରେ ଧଳା ଜହର: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ଭଦ୍ରକ -ଚାନ୍ଦବାଲି ରାସ୍ତାରୁ ସୋମବାର ସକାଳେ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କଠାରୁ ୧ କେଜି ୧୪୦...

ସରକାରୀ ମଦଭାଟି ସିଲ୍‌ କଲା ପ୍ରଶାସନ: ସିଲ୍‌ ପରେ ପଛପଟ ଖୋଲି ଚାଲିଥିଲା ମଦ ପ୍ରସ୍ତୁତ, ୩ ଅଟକ

ଦିଗପହଣ୍ଡି,୨୭ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମ ନିକଟରେ ଥିବା ସରକାରୀ ବାହାର ଦେଶୀମଦ ଭାଟିରେ ସୋମବାର ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦ୍ୱୈତ କୁମାର...

Advertisement


Archives

Model This Week