ଖାଲି ପାଦରେ ଚାଲି ଚାଲି ଯାଇ ଲାଲବାଗ୍‌ ରାଜାଙ୍କୁ ଦର୍ଶନ କଲେ ଦୀପିକା ପାଦୁକୋନ୍‌

ମୁମ୍ବାଇ:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ ହେଉଛି ‘ଲାଲବାଗ ଚା ରାଜା’। ଏଠାରେ ପ୍ରତିବର୍ଷ ପ୍ରବଳ ଭିଡ ପରିଲକ୍ଷିତ ହୁଏ। କେବଳ ସାଧାରଣ ଲୋକ ନୁହଁନ୍ତି,ବିଭିନ୍ନ ସେଲିବ୍ରିଟି ମଧ୍ୟ ଲାଲବାଗ୍‌ ରାଜାଙ୍କୁ ଦର୍ଶନ ପାଇଁ ଯାଇଥାନ୍ତି। ଗୁରୁବାର ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ଖାଲି ପାଦରେ ଚାଲି ଚାଲି ଯାଇ ରାଜାଙ୍କ ଦର୍ଶନ କରିଥିଲେ। ସେ ‘ଲାଲବାଗ ଚା ରାଜା’ଙ୍କ ପାଦ ଛୁଇଁ ଆଶୀର୍ବାଦ ନେବା ସହ ଆଳତୀ କରିଥିଲେ। ଦୀପିକାଙ୍କୁ ଦେଖିବା ପାଇଁ ସେଠାରେ ଭିଡ ପରିଲକ୍ଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକିନୀ ପିନ୍ଧି ସମୁଦ୍ରକୂଳରେ ନଜର ଆସିଲେ ଦିଶା: ପ୍ରଶଂସକ କହିଲେ…

ମୁମ୍ବାଇ,୧୫।୧୧-ବଲିଉଡ ଅଭିନେତ୍ରୀ ଦିଶା ପଟାନୀ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ...

ଟିଆରପି ମାମଲାରେ ଅନୁପମାର ଜବାବ ନାହିଁ

ନୂଆଦିଲ୍ଲୀ,୧୦।୧୨- ଚଳିତ ବର୍ଷର ୪୮ତମ ସପ୍ତାହ ବହୁ ଟିଭି ଶୋ ପାଇଁ ଭଲ ରହିଛି। କିଛି ସିରିଏଲ ପୂର୍ବଭଳି ଟିଆରପି ଲିଷ୍ଟରେ ଜମି ରହିଥିବାlବେଳେ କିଛି...

ସନ୍ଦିପଙ୍କ ମୃତଦେହକୁ ଦେଖି ଚେତାଶୂନ୍ୟ ହେଲେ ମା’: କହିଲେ- ‘ମୋ ହିରୋ ଚାଲିଗଲା’

ବମ୍ବେ: ଅକ୍ଷୟ କୁମାରଙ୍କ ସହ ଫିଲ୍ମ ‘କେଶରୀ’ ଏବଂ ସୁଶାନ୍ତ ସିଂହଙ୍କ ସହ ଫିଲ୍ମ ଏମ୍‌ଏସ୍‌ ଧୋନୀରେ ନଜର ଆସିଥିଲେ ଅଭିନେତା ସନ୍ଦିପ ନାହର। ନିକଟରେ...

ବର୍ଷାର ମଜା ନେଉଛନ୍ତି କ୍ୟାଟ୍ରିନା: ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ୟାଟ୍ରିନା କୈଫ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଅନେକ ସମୟରେ ସେ ଫଟୋ ଓ ଭିଡିଓ ଶେୟାର କରି ଆସିଥାଆନ୍ତି ଚର୍ଚ୍ଚାକୁ।...

ନେହାଙ୍କୁ ଗେଡ଼ି କହି ବ୍ୟଙ୍ଗ କରିବାକୁ ନେଇ କ୍ଷମା ମାଗିଲେ ଗୌରବ

ବମ୍ବେ: ବଲିଉଡ୍‌ର ଲୋକପ୍ରିୟ ଗାୟିକା ନେହା କକ୍କଡ଼ଙ୍କୁ ଗେଡ଼ି କହି କମେଡି କରି ଫସିଛନ୍ତି ଗୌରବ ଗେରା। ଘଟଣାକୁ ନେଇ ନେହା କ୍ଷୋଭ ପ୍ରକାଶ କରିବା...

ଦର୍ଶକଙ୍କ ମନର କଥାକୁ ନାଟକରେ ପ୍ରତିଫଳିତ କରିଥାଏ

ସତେଯେମିତି ପିଲାଟିଦିନରୁ ତାଙ୍କୁ ଅଭିନୟ ନିଶା ଘାରିଥିଲା। ସେତେବେଳେ ଗଁ। ଗହଳିରେ ନାଟକ, ନୃତ୍ୟନାଟିକା, ପାଲା, ଧୁଡୁକି, ଦାସକାଠିଆ ଆଦି ଦେଖିବା ତାଙ୍କର ଏକ ଅଭ୍ୟାସ...

ହରଭଜନ ସିଂଙ୍କ ପ୍ରଥମ ଚଳଚ୍ଚିତ୍ରର ପୋଷ୍ଟର ରିଲିଜ୍‌, ଫିଲ୍ମ ଷ୍ଟାଇଲ୍‌ରେ ପ୍ରମୋଶନ କଲେ ସଚିନ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ଚଳଚ୍ଚିତ୍ର...

Play 250+ Trending Games
Archives

Model This Week

Why Dharitri