Posted inଜାତୀୟ

ଖାଲି ପାଦରେ ୧୪ କିଲୋମିଟର ଚାଲିଲେ ସ୍ମୃତି

ମୁମ୍ବାଇ,୨୮।୫: ଉତ୍ତରପ୍ରଦେଶ ଅମେଠୀର ଲୋକ ସଭା ଆସନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଜିତି ସ୍ମୃତି ଇରାନୀ ବଡ଼ ରେକର୍ଡ କରିଛନ୍ତି। ଏହି ବିଜୟ ପରେ ସ୍ମୃତି ୧୪ କିଲୋମିଟର ଖାଲି ପାଦରେ ଚାଲି ସିଦ୍ଧିବିନାୟକ ମନ୍ଦିର ଦର୍ଶନ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ସ୍ମୃତିଙ୍କ ବନ୍ଧୁ ତଥା ଟେଲି ପ୍ରଯୋଜକ ଏକତା କପୁର। ଏକତା ନିଜ ଇନ୍‌ଷ୍ଟାଗ୍ରାମରେ ସ୍ମୃତିଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଏହାର କ୍ୟାପସନରେ ସେ ଲେଖିଛନ୍ତି, ‘୧୪ କିଲୋମିଟର ଚାଲିବା ପରେ ବି ମଳିନ ପଡ଼ିନଥିଲା ସ୍ମୃତିଙ୍କ ଚେହେରା’। ଏଥିସହ ସେ ଏକ ଭିଡିଓ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରେ ସେ ସ୍ମୃତିଙ୍କୁ ଖାଲି ପାଦରେ ଚାଲି ଦର୍ଶନ କରିବା ଉପରେ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ସ୍ମୃତି କହିଛନ୍ତି ଯେ, ତାଙ୍କର ମନସ୍କାମନା ପୂରଣ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାପୁର ନ ଯିବାକୁ ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨ା୨(ପି.ଟି.): ଚାଇନାରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଥିବା ବେଳେ ପଡ଼ୋଶୀ ଭାରତ ଏନେଇ ସତର୍କ ରହିଛି। କରୋନା ସଂକ୍ରମଣ ରୋକିବା ଲାଗି ଭାରତ...

ପୋଲିସକୁ ବଡ ସଫଳତା: ଟଳିପଡିଲେ ୧୩ ନକ୍ସଲ

ପୁନେ,୨୧।୫: ମହାରାଷ୍ଟ୍ରରେ ନକ୍ସଲ ବିରୋଧୀ ଅଭିଯାନରେ ପୋଲିସକୁ ବଡ ସଫଳତା ମିଳିଛି। ଶୁକ୍ରବାର ସକାଳେ ମହାରାଷ୍ଟ୍ରର ଗାଡଚିରୋଲିରେ ପୋଲିସ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏକ ଏନକାଉଣ୍ଟର...

ଗୋଦ୍‌ରେଜ୍‌ ପରିବାରରେ ହେବ ସମ୍ପତ୍ତି ଭାଗବଣ୍ଟା: ୨୦ ହଜାର କୋଟି ଜମି ବିବାଦ

ନୂଆଦିଲ୍ଲୀ,୨୭।୬: ଦେଶର ଜଣାଶୁଣା ଶିଳ୍ପପତି ଗୋଦ୍‌ରେଜ୍‌ ପରିବାରରେ ଖୁବ୍‌ଶୀଘ୍ର ସମ୍ପତ୍ତି ଭାଗବଣ୍ଟା କରାଯିବ। ପରିବାରରେ ୨୦ ହଜାର କୋଟି ଟଙ୍କାର ଜମି ନେଇ ବିବାଦ ସୃଷ୍ଟି...

ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

କୋଲକାତା,୧୦।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଶନିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ରାଜ୍ୟର ୫ ଜିଲାର ୪୪ଟି ବିଧାନସଭା ଆସନ ପାଇଁ...

୧୦ ବର୍ଷ ପରେ ବନ୍ଦ ଘରୁ ଉଦ୍ଧାର

ଅହମଦାବାଦ୍‌, ୨୯ା୧୨: ଗୁଜରାଟର ରାଜକୋଟରେ ଏକ ଘରେ ୧୦ ବର୍ଷ ଧରି ବନ୍ଦ ରହିଥିବା ୩ ଭଉଣୀଭାଇଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ନାମ ଅମରେଶ(୪୨), ଭବେଶ(୩୯)...

ଅମେଠିରେ ‘ନ୍ୟାୟ’ ବ୍ୟାନର: ରାହୁଲଙ୍କୁ ଇସି ନୋଟିସ

ଭୋପାଳ,୨୦ା୪(ପି.ଟି.): ଅମେଠିରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ (ଇସି) କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରି କରିଛନ୍ତି। ସ୍ଥାନୀୟ ନିର୍ବାଚନ...

ପଶ୍ଚିମବଙ୍ଗ ଉପନିର୍ବାଚନରେ ଏନ୍‌ଆର୍‌ସିକୁ କଡ଼ା ଜବାବ ମିଳିଛି: ମମତା ବାନାର୍ଜୀ

କୋଲକାତା,୨୮।୧୧: ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନରେ କେନ୍ଦ୍ରର ଭାଜପା ସରକାରଙ୍କ ଏନ୍‌ଆର୍‌ସି ଯୋଜନାକୁ କଡ଼ା ଜବାବ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ରାଜ୍ୟର କାଳିଆଗଞ୍ଜ...

ସରିଲା ଅଯୋଧ୍ୟା ବିଚାର

ନୂଆଦିଲ୍ଲୀ,୧୭ା୧୦(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟରେ ୪୦ ଦିନର ମାରାଥନ୍‌ ଶୁଣାଣି ପରେ ବୁଧବାର ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ ଜମି ବିବାଦ ମାମଲାର ବିଚାର ଶେଷ ହୋଇଛି। ଭାରତର...

Advertisement


Archives

Model This Week