ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନ ବୋଟ

କୃଷ୍ଣପ୍ରସାଦ, ୨୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନର ଏକ ବୋଟ ଲାଗିଛି। ବୋଟରେ ଥିବା ଜଣେ କର୍ମଚାରୀଙ୍କୁ ସ୍ଥାନୀୟ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ସେ ହେଲେ ଅମ୍ରିତ କୁଦୁରୁ। ଉଦ୍ଧାର ହେବା ପରେ ଅମ୍ରିତ ଗ୍ରାମବାସୀଙ୍କ ନିକଟରେ ନିଜ ଦୁଃଖ ଜଣାଇଛନ୍ତି। ଆଣ୍ଡାମାନ ଫେରୁଥିବା ବେଳେ ଉକ୍ତ ବୋଟଟି ଝଡ଼ତୋଫାନର ସମ୍ମୁଖୀନ ହୋଇଥିଲା। ନ ଖାଇ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ଅମ୍ରିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ରେ ଗାତ: ଯାତାୟାତରେ ସମସ୍ୟା

ସୋରଡା,୩।୧(ଡି.ଏନ.ଏ.): ଜାତୀୟ ରାଜପଥ ୫୯ ସୋରଡା ସହର ମଧ୍ୟକୁ ସଂଯୋଗ କରୁଥିବା ଜରଉ ବ୍ରିଜ୍‌ ପ୍ରାରମ୍ଭରେ ୭ ଫୁଟ ଲମ୍ବ ଓ ୨ ଫୁଟ ଓସାରରେ...

ଅସୁସ୍ଥ କୃଷ୍ଣସାର ଉଦ୍ଧାର

ଦିଗପହଣ୍ଡି,୧୧ା୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ କର୍ମଚାରୀମାନେ ରବିବାର ଅସୁସ୍ଥ ଅବସ୍ଥାରେ ଏକ ମାଈ କୃଷ୍ଣସାରକୁ ଉଦ୍ଧାର କରି ବନ ବିଭାଗ କାର୍ଯ୍ୟାଳୟରେ ରଖିଛନ୍ତି। ସୋମବାର ତାକୁ...

ଆର୍‌ପିଏଫ୍‌ କନ୍‌ଷ୍ଟେବଳଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌ ଯାତ୍ରୀଙ୍କ ଜୀବନ ବଞ୍ଚିଲା

ଯାଜପୁର ଅଫିସ,୯ା୧୧: ଯାଜପୁର-କେନ୍ଦୁଝର ରୋଡ ରେଳ ଷ୍ଟେଶନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟ୍‌ ସମୟରେ ଜଣେ ଯାତ୍ରୀ ଧଉଳି ଏକ୍ସପ୍ରେସକୁ ଚଢୁଥିବା ସମୟରେ...

କୁକୁଡ଼ା ଚୋରି ଘଟଣାକୁ ନେଇ ହତ୍ୟା ମାମଲାର ରାୟ : ଅଭିଯୁକ୍ତ ଯୁବକଙ୍କୁ ଆଜୀବନ କାରାଦଣ୍ଡ

ରାଉରକେଲା ଅଫିସ, ୧୨।୧୨- ସୁନ୍ଦରଗଡ଼ ଜିଲା ଛେଣ୍ଡ ଥାନା ଅନ୍ତର୍ଗତ ହଠାତ ବସ୍ତିରେ ଏକ କୁକୁଡ଼ା ଚୋରି ଘଟଣାକୁ ନେଇ ଘଟିଥିବା ହତ୍ୟା ମାମଲାର ରାୟ...

ଛାତ୍ରୀଙ୍କ ଉପରେ ଚଢ଼ିଗଲା ପଥରବୋଝେଇ ଟ୍ରାକ୍ଟର

ଖୋର୍ଦ୍ଧା ଅଫିସ,୧୭ା୩: ଟ୍ରାକ୍ଟର ଧକ୍କାରେ ଜଣେ ସପ୍ତମ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏପରି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଡିହଖଳାରେ।...

ଦୋକାନର ମାଲିକାନା ଦାବି: ମହିଳାଙ୍କ ଧାରଣା

ନିଶ୍ଚିନ୍ତକୋଇଲି,୧୯।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ କଟିକଟା ବଜାରରେ ଥିବା ଏକ ଜଳଖିଆ ଦୋକାନର ମାଲିକାନା ଦାବି କରି ବୁଧବାର ଜଣେ ବୟସ୍କ ମହିଳା...

ପଡ଼ିରହିଛି କୁଢ଼କୁଢ଼ ଆବର୍ଜନା, କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା

ଜମନକିରା,୩।୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦରମହକୁମାର ଚାରିଆଡ଼େ ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଥିବାବେଳେ ପଞ୍ଚାୟତ କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା ସାଜିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରତିକାର...

୨୫ ବର୍ଷ ପରେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୫।୨: ଗଜପତି ଜିଲାରେ ୨୫ ବର୍ଷ ତଳେ ହୋଇଥିବା ଏକ ସରକାରୀ ଅର୍ଥ ହେରଫେର ମାମଲାର ମଙ୍ଗଳବାର ଶୁଣାଣି କରିଛନ୍ତି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ...

Advertisement
Archives

Model This Week