ଖିଲାପକାରୀଙ୍କ ସମ୍ପତ୍ତି ସୂଚନା ବ୍ୟାଙ୍କକୁ ଦେବ ଆୟକର ବିଭାଗ

ନୂଆଦିଲ୍ଲୀ,୨୭-୬: ଖିଲାପକାରୀଙ୍କ ବ୍ୟାଙ୍କ ଆକାଉଣ୍ଟ ଏବଂ ବିଭିନ୍ନ ସ୍ଥାବର ସମ୍ପତ୍ତିର ତାଲିକା ବ୍ୟାଙ୍କ ସହ ଶେୟାର କରିବାକୁ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ଆୟକର ବିଭାଗକୁ କହିଛି। ଏହା ହେଲେ ବ୍ୟାଙ୍କଗୁଡିକ ଖିଲାପକାରୀଙ୍କ ସମ୍ପତ୍ତି ତଥା ଅନ୍ୟ ସ୍ଥାନରେ ରହିଥିବା ଅର୍ଥକୁ ଅସୁଲ କରିବାକୁ ସକ୍ଷମ ହୋଇ ପାରିବେ। ଖିଲାପକାରୀଙ୍କ ସମ୍ପର୍କରେ ଏଭଳି ସୂଚନା ଦେବାକୁ ବହୁ ପୂର୍ବରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ସିବିଡିଟିକୁ ନିବେଦନ କରି ଆସୁଥିଲେ। ପ୍ରସଙ୍ଗକୁ ତର୍ଜମା କରିବା ପରେ ଜନସ୍ବାର୍ଥକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ସିବିଡିଟି ସୂଚନା ଦେଇଛି। ଏହି କ୍ରମରେ ଫିଲ୍ଡ କାର୍ଯ୍ୟାଳୟଗୁଡିକୁ ଏନେଇ ଅବଗତ କରାଇବା ଲାଗି ବିଭାଗକୁ ସିବିଡିଟି ବୁଧବାର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri