ଖୁଦୁରୁକୁଣୀ ଓଷା ହେଲା କାଳ: ନଦୀରେ ବୁଡ଼ି ୨ ଭଉଣୀଙ୍କ ଜୀବନଗଲା

କଟକ ସଦର,୧୮।୮: କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗ୍ରାମର ୨ ଭଉଣୀଙ୍କ ରବିବାର ଶୁକପାଇକା ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ସୁଜାତା ଦାସ (୧୭), ଓ ସୁମନ ଦାସ (୧୬)।
ସୂଚନାଯୋଗ୍ୟ, ଖୁଦୁରୁକୁଣୀ ଓଷା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା ବଶତଃ ଭାସିଯାଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଇକା କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ

କଟକ ଅଫିସ, ୨୦ା୧: କଟକ ସହରରେ ଜାଇକା କାର୍ଯ୍ୟର ଅଗ୍ରଗତି ନେଇ ମଙ୍ଗଳବାର ନୂଆବଜାରସ୍ଥିତ ଜାଇକା କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଜମିକୁ ନିଅଣ୍ଟ ଜଳ

ବଇଣ୍ଡା, ୧୪।୭(ପରିକ୍ଷିତ ସାହୁ) – ଜ୍ୟେଷ୍ଠ ସରିଲା। ଆରମ୍ଭ ହେଲାଣି ଆଷାଢ଼। ବିହନ ବୁଣି ଆକାଶକୁ ଅନାଇଛି ଚାଷୀ। ହେଲେ ନା ହେଉଛି ବର୍ଷା, ନା...

ମିନିବସ୍‌ ଓଲଟି ଜଣେ ମୃତ, ୭ ଗୁରୁତର

କବିସୂର୍ଯ୍ୟନଗର,୧୨।୬-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବଗାଁସ୍ଥିତ ଜେମାଦେଇ ମନ୍ଦିର ନିକଟରେ ବୁଧବାର ଏକ ଯାତ୍ରୀବାହୀ ମିନବସ ଓଲଟି ପଡିଛି। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ...

କେଏସୟୁବି, ସାବିତ୍ରୀ ମହାବିଦ୍ୟାଳୟରେ ୧୦ ଅଧ୍ୟାପକ ନିଯୁକ୍ତ

ଭଞ୍ଜନଗର,୧୯।୫(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୬୩୮ଜଣ ନୂତନ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି। ସେଥିମଧ୍ୟରେ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ୪ ଜଣ ଏବଂ କବିସମ୍ରାଟ...

ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ

ବାରଙ୍ଗ ଅଫିସ,୧୮।୩ : ନନ୍ଦନକାନନରେ ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ। ଆଜି ଭୋର ସମୟରେ ବିଜଲୀ ଏକ ଶାବକ ଜନ୍ମ ଦେଇଛି...

ବାଲନ୍ଦାପଡ଼ା, ଗୋଚ୍ଛାପଡା ପିଏଚ୍‌ସିରେ ଡାକ୍ତର ନାହାନ୍ତି

ଫିରିଙ୍ଗିଆ, ୨୩ା୨- ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଧିନରେ ଥିବା ବାଲନ୍ଦାପଡା ଏବଂ ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍‌ସି)ରେ ବହୁ ଦିନ ହେଲା ଡାକ୍ତର...

୨୦୪୩ ଦାଦନ ଶ୍ରମିକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ

ବଲାଙ୍ଗୀର ଅଫିସ,୨୬ା୩: ବଲାଙ୍ଗୀର ଭଳି ଦାଦନ ପ୍ରବଣ ଜିଲାର ବିଭିନ୍ନ ଗଁ।ରୁ ପ୍ରତିବର୍ଷ ହଜାର ହଜାର ଦାଦନ ଶ୍ରମିକ ରାଜ୍ୟ ବାହାରକୁ ଜୀବିକା ଅନ୍ବେଷଣରେ ଯାଇଥାନ୍ତି।...

ସ୍କୁଲ ବ୍ୟାଗ୍‌ ଓଜନ ଯାଞ୍ଚ ପାଇଁ ସ୍କ୍ବାଡ ଗଠନ ହେଲା

କେନ୍ଦୁଝର, ୧୩ା୯(ସ୍ବ.ପ୍ର.)-ଛୋଟ ପିଲାଙ୍କ ବସ୍ତାନୀ ବୋଝ ହାଲୁକା କରିବା ପାଇଁ ହାଇକୋର୍ଟ ଜାରି କରିଥିବା ନିର୍ଦ୍ଦେଶାବଳୀକୁ କଡାକଡି ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା...

Advertisement
Archives

Model This Week