ଖୁଦୁରୁକୁଣୀ ପୂଜାରେ ଅଘଟଣ: ପୋଖରୀକୁ ବାଲୁକା କରିବାକୁ ଯାଇ ବୁଡିଗଲେ ୬ ଯୁବତୀ

ଜଗତ୍‌ସିଂହପୁର ଅଫିସ,୮।୯: ଜଗତ୍‌ସିଂହପୁର ଜିଲା ସ୍ଥାନୀୟ ପାଟେଣୀ ଗାଁ ପୋଖରୀରେ ବୁଡି ରବିବାର ୬ ଯୁବତୀ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଶୁଭସ୍ମିତା ସାହୁ(୧୭), ବିଦୁସ୍ମିତା ସାହୁ(୧୨), ଲିପ୍ସାରାଣୀ ସାହୁ(୧୭), ଲକ୍ଷ୍ମୀପ୍ରିୟା ସାହୁ(୧୭), ମଧୁସ୍ମିତା ସାହୁ(୧୭) ଓ ଶୁଭସ୍ମିତା ରାଉତ(୨୩) ।
ସୂଚନାଅନୁଯାୟୀ, ଖୁଦୁରୁକୁଣୀ ଶେଷ ପାଳିରେ ସମସ୍ତେ ପୋଖରୀକୁ ବାଲୁକା କରିବାକୁ ଯାଇଥିଲେ। ଏହି ସମୟରେ ଅସାବଧାନତା ଯୋଗୁ ବିଦୁସ୍ମିତା ପ୍ରଥମେ ବୁଡ଼ିଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଜଣକ ପରେ ଜଣେ ବୁଡିଯାଇଥିଲେ। ପରେ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେମାନେ ବର୍ତ୍ତମାନ ସୁସ୍ଥଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ବସ୍‌ରେ ଆସି ଦିଗପହଣ୍ଡିରେ ପହଞ୍ଚିଲେ ୩୦୪ ପ୍ରବାସୀ ଓଡ଼ିଆ

ଦିଗପହଣ୍ଡି,୪ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ରବିବାର ରାତିରେ ସୁରଟ ଓ କେରଳରୁ ସମୁଦାୟ ୩୦୪ ଜଣ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ସେମାନଙ୍କ...

ସଂକ୍ରମିତଙ୍କ ଘରେ ପହଞ୍ଚାଯାଉଛି ଖାଦ୍ୟ

କେନ୍ଦୁଝର,୧୮।୫(ସ୍ବ.ପ୍ର.)-କରୋନା ମହାମାରୀ ଧିରେ ଧିରେ ସହରଠାରୁ ଗ୍ରାମାଞ୍ଚଳକୁ ବ୍ୟାପିବାରେ ଲାଗିଛି। ଫଳରେ ସଂକ୍ରମଣକୁ ନେଇ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହେଉଛି। ଲୋକେ ପଦାକୁ ବାହାରିବା...

କ୍ୱାରାଣ୍ଟାଇନ ସେଣ୍ଟରରେ କୋଭିଡ ତାଲିମ କ୍ଲାସ: ସୁସ୍ଥ ହେଲେଣି ୪୯

ଛତ୍ରପୁର,୧୭।୫(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଅନ୍ତେବାସୀଙ୍କୁ ପ୍ରଶାସନ ପକ୍ଷରୁ ୧୦ଦିନିଆ କୋଭିଡ-୧୯ ସମ୍ବନ୍ଧିୟ ତାଲିମ ପ୍ରଦାନ କରାଯାଉଛି। ଅନ୍ତେବାସୀମାନେ କୋଭିଡ ସମ୍ପର୍କରେ କିପରି...

କୋଲକୋତା ଫେରନ୍ତାଙ୍କୁ ବୁଝାଇବାକୁ ଯାଇ ହଟହଟା: ସରପଞ୍ଚ, ନାଏବ ସରପଞ୍ଚଙ୍କୁ ମାଡ଼ ଅଭିଯୋଗ

ଯାଜପୁର ଅଫିସ,୨୩ା୪- କୋଲକୋତା ଫେରନ୍ତା ୫ଜଣ ଶ୍ରମିକଙ୍କୁ ସରକାରଙ୍କ ନୀତିନିୟମ ମାନି ରହିବାକୁ ପରାମର୍ଶ ଦେବାକୁ ଯାଇ ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ସରପଞ୍ଚ ଏବଂ...

ଆଶ୍‌ପଣ୍ଡ ଡମ୍ପିଂୟାର୍ଡକୁ ବିରୋଧ

ସମ୍ବଲପୁର,୧୮ା୨(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ଶିଳ୍ପାଞ୍ଚଳର କତରବଗା ଲୁଧାପାଲି ଗ୍ରାମ ନିକଟରେ ଏକ ଆସପଣ୍ଡ ଡମ୍ପିଂୟାର୍ଡକୁ ନେଇ ବିବାଦ ଲାଗିରହିଛି। ଶୁକ୍ରବାର ଏହି ବିବାଦ ଉଗ୍ରରୂପ...

ବାହ୍ୟ ମଳମୁକ୍ତ ଗାଁ ଯୋଜନା ବାଟବଣା

ପଟ୍ଟାମୁଣ୍ଡାଇ,୬ା୯(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସ୍ବଚ୍ଛ ଭାରତ ଅଭିଯାନ ପୂରା ଫେଲ୍‌ ମାରିଛି। ଏଠାରେ ଥିବା ଅଧିକାଂଶ ଗଁାଗୁଡ଼ିକ ଅଳିଆ ଆବର୍ଜନାରେ ଭରପୂର ହୋଇ ପଡିରହିଛି। ଫଳରେ ବର୍ତ୍ତମାନ...

ସରକାରୀ ସହାୟତା ଦାବିକଲେ ଗାଡ଼ିଚାଳକ, ହେଲ୍‌ପର

ଦିଗପହଣ୍ଡି,୯ା୫(ଡି.ଏନ୍‌.ଏ.) : କରୋନା ପ୍ରତିହତ ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାଦ୍ୱାରା ସମସ୍ତେ ପ୍ରଭାବିତ ହୋଇଛନ୍ତି। ଦିଗପହଣ୍ଡି ଅଞ୍ଚଳରେ ଥିବା ଗାଡ଼ିଚାଳକ ଓ...

ସିଆଇଆଇ ଶାଖା ଗଠନ ପ୍ରକ୍ରିୟା ଆରମ୍ଭ: ଯୋଗଦେଲେ ୧୮ ଶିଳ୍ପସଂସ୍ଥାର ଅଧିକାରୀ

ଢେଙ୍କାନାଳ ଅଫିସ, ୧୧।୮ – ଢେଙ୍କାନାଳ-ଅନୁଗୋଳ-ତାଳଚେର ଶିଳ୍ପାଞ୍ଚଳର ବିକାଶ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଆଞ୍ଚଳିକ ଶାଖା ଗଠନ ଲାଗି ଟାଟାଷ୍ଟିଲ ବିଏସ୍‌ଏଲ୍‌ ନେତୃତ୍ୱରେ...

Advertisement
Archives

Model This Week