ଖୁବ୍‌ଶୀଘ୍ର ପାଟଣାଗଡ଼

ପାଟଣାଗଡ଼ ପାର୍ସଲ ବୋମା ଘଟଣାକୁ ନେଇ ପ୍ରଯୋଜକ ଶ୍ରୀଧର ମାର୍ଥା ନିର୍ମାଣ କରିଥିଲେ ଓଡ଼ିଆ ସିନେମା ‘ପାଟଣାଗଡ଼’। କିନ୍ତୁ ଶୁଟିଂ ସମୟରେ କେତେକ ଆଇନଗତ କାରଣରୁ ଫିଲ୍ମଟି ବେଶ୍‌ କିଛି ମାସ ହେବ ପଡ଼ିରହିଥିଲା। ହେଲେ ଖୁବ୍‌ଶୀଘ୍ର ଫିଲ୍ମଟି ପରଦା ଉପରକୁ ଆସିବାକୁ ଯାଉଛି ବୋଲି ସୂଚନା ଦେଇଛନ୍ତି ପ୍ରଯୋଜକ। ଏ ସମ୍ପର୍କରେ ସେ କହନ୍ତି, ଶୁଟିଂ ସମୟରେ ଯାହା ଘଟିଗଲା ସେଥିରୁ ଆଇନତଃ କିଛି ସମସ୍ୟା ଦୂର ହୋଇଛି। ଫଳରେ ଏହାର ରିଲିଜ୍‌ ପାଇଁ ଆମେ ପ୍ରସ୍ତୁତି ଆରମ୍ଭ କରିଦେଇଛୁ। ଏହାର କାହାଣୀକୁ ଏପରି ପ୍ରସ୍ତୁତ କରାଯାଇଛି, ଯାହା ଓଡ଼ିଆ ସିନେମାରେ ଏକ ନୂଆ ଧାରା ସୃଷ୍ଟି କରିବ। ମୋ ମତରେ ଏଭଳି କାହାଣୀକୁ ନେଇ ଖୁବ୍‌ ସୁନ୍ଦର ସୁନ୍ଦର ଓଡ଼ିଆ ସିନେମା ନିର୍ମାଣ କରାଯାଇପାରିବ। ମୋର ପ୍ରଥମ ଦୁଇଟି ସିନେମା ‘କଥା ଦେଲି ମଥା ଛୁଇଁ’ ଏବଂ ‘ଯୋଗୀ’ରେ ଯେଉଁ ଦୋଷତ୍ରୁଟି ରହିଥିଲା, ତାହାକୁ ଏହି ଫିଲ୍ମରେ ସୁଧାରି ନେଇଛି। ରେଞ୍ଜ୍‌ ରୟାଲ ସିନେ ଲ୍ୟାବ୍‌ ବ୍ୟାନରରେ ଓଡ଼ିଆ, ତାମିଲ, ତେଲୁଗୁ ଭାଷାରେ ଏହି ଫିଲ୍ମ ପ୍ରସ୍ତୁତ ହେଉଛି, ଯାହାର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ତଥା ଜାତୀୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ନିର୍ଦ୍ଦେଶକ ରାଜେଶ ଟଚରିଭର। ଚଳଚ୍ଚିତ୍ରର ବିଭିନ୍ନ ଭୂମିକାରେ ମନୋଜ ମିଶ୍ର, ବଲିଉଡ୍‌ ଅଭିନେତା ଅତୁଲ କୁଲକର୍ଣ୍ଣି, ତେଲୁଗୁ ଅଭିନେତା ସିଜୁ, ତନଲିଖା ଭର୍ଣ୍ଣି, ଅନୁ ଚୌଧୁରୀ ଏବଂ ପୁଷ୍ପା ପଣ୍ଡା ପ୍ରମୁଖ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଡ୍‌ରୁମ୍‌ରେ ପଶି ଫଟୋ ଉଠାଇଲେ ୨ ଅଜଣା ଯୁବକ, ପୋଲିସକୁ ସୁରକ୍ଷା ମାଗିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଚର୍ଚ୍ଚିତ ଯୋଡି ମଧ୍ୟରେ ଅନ୍ୟତମ ହେଉଛି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ...

ପ୍ରଥମଥର ରାଜନୀତିରେ ପାଦ ଦେଇ ବାଜି ମାରିଲେ ଏହି ଦୁଇ ଅଭିନେତ୍ରୀ

କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଏଥର ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ଅଭିନେତା ପ୍ରଥମଥର...

‘ଗୁଡ୍‌ ନ୍ୟୁଜ’କୁ ନେଇ ଟ୍ରୋଲ୍‌ ହେଲେ ଅକ୍ଷୟ

ମୁମ୍ବାଇ: ବଳିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ତାଙ୍କ ଅପକମିଂ ଫିଲ୍ମ ‘ଗୁଡ୍‌ ନ୍ୟୁଜ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ଅକ୍ଷୟଙ୍କ ସହ...

ସୋସିଆଲ ମିଡିିଆରେ ଟ୍ରୋଲ ହେବା ପରେ କମେଣ୍ଟ ସେକ୍ସନ ବନ୍ଦ କଲେ ସୋନମ

ମୁମ୍ବାଇ : ରବିବାର ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଖାଲି ସିନେ ଜଗତ ନୁହେଁ, ସମଗ୍ର ଦେଶବାସୀଙ୍କୁ ଚକିତ କରିଛି। ସମସ୍ତେ ଏହି ଆତ୍ମହତ୍ୟାର...

ଚର୍ଚ୍ଚାରେ ରାଜକୁମାରଙ୍କ ‘ଲୁଡୋ’ ଲୁକ୍‌, ଲୋକେ କହିଲେ ଆଲିଆଙ୍କ ନକଲ

ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢାଳିବା ଲାଗି କିଛି ବି କରିଥାଏ। ବେଶପୋଷାକ ହେଉ ଅବା ଶରୀର ଗଠନ ସବୁ ପରିବର୍ତ୍ତନ କରିବାକୁ ପଡ଼ିଥାଏ। ଏଭଳି...

ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟିଙ୍କ ପରଲୋକ

ମୁମ୍ବାଇ,୧।୧୨: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟି କାପାଡିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିବା ବେଳେ...

ଜ୍ୟାକଲିନଙ୍କ ସହ ମନଖୋଲି ନାଚିଲେ ଭାଇଜାନ୍‌

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ତାଙ୍କ ଡ୍ୟାନ୍ସ ପାଇଁ ଅଛନ୍ତି ଚର୍ଚ୍ଚାରେ। ଏବେ ସେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ଦବଙ୍ଗ ୩ର...

ଖାଲି ପାଦରେ ଚାଲି ଚାଲି ଯାଇ ଲାଲବାଗ୍‌ ରାଜାଙ୍କୁ ଦର୍ଶନ କଲେ ଦୀପିକା ପାଦୁକୋନ୍‌

ମୁମ୍ବାଇ:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ...

Coronavirus Update

Archives

Model This Week

Why Dharitri