ଖୁବ୍‌ଶୀଘ୍ର ବିଜେଡି ସାଙ୍ଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଖୁବ୍‌ଶୀଘ୍ର ୩୩ ସାଙ୍ଗଠନିକ ଜିଲା ପାଇଁ ସଭାପତି ଘୋଷଣା କରାଯିବ। ଏନେଇ ସମସ୍ତ ପ୍ରକ୍ରିୟା ସମାପ୍ତ ହୋଇଥିବା ଜଣାପଡିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଅନୁମୋଦନ କରିଥିବା ଜଣାପଡିଛି। ଦଳର ସାଙ୍ଗଠନିକ ନିର୍ବାଚନ ଗତ ଡିସେମ୍ବର ୨୭ରୁ ଆରମ୍ଭ ହୋଇ ଚଳିତ ମାସ ୨୬ ଯାଏ ଚାଲିବ ବୋଲି ସମୟ ଧାର୍ଯ୍ୟହୋଇଥିଲା। ତେବେ ୫ ପର୍ଯ୍ୟାୟରେ ହେଉଥିବା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ କାର୍ଯ୍ୟସୂଚୀ ପ୍ରାୟତଃ ସମାପ୍ତ ହୋଇଥିବା ଜଣାପଡିଛି। ସେହିଭଳି ଦଳର ୨ ଛାମୁଆ ସଙ୍ଗଠନ(ଯୁବ ଓ ଛାତ୍ର)ର ପୁନର୍ଗଠନ ସମ୍ଭାବନା ରହିଥିବା ଦଳୀୟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱ ଗ୍ରହଣ କଲେ ନୂଆ ଡିଜିପି ସୁନୀଲ ବଂଶଲ

କଟକ ଅଫିସ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍‌ ଅଫିସର ସୁନୀଲ ବଂଶଲ। ଡିଜିପି ଅଭୟଙ୍କ ଅବସର ପରେ ତାଙ୍କ ସ୍ଥାନରେ...

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ହତ୍ୟା

ଭୁବନେଶ୍ୱର,୨୮।୭ (ବ୍ୟୁରୋ): ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ହତ୍ୟା ପରେ ଏକ ପିଜୁଳି ଗଛରେ ଟାଙ୍ଗି ଦିଆଯାଇଛି। ଖଣ୍ଡଗିରି...

୧୧ ଟଙ୍କାର କାମ ପାଇଁ ନେଉଥିଲେ ୧୫ ଶହ

ବ୍ରଜରାଜନଗର,୧୯।୧: ଝାରସୁଗୁଗୁଡ଼ା ଜିଲା ରାଜପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟକର୍ମୀ ଭରତ ଘାସି ମଙ୍ଗଳବାର ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ...

୬ ବର୍ଷରେ ପିଲା ସଂଖ୍ୟା ୧୦ହଜାର କମିଛି

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ରାଜ୍ୟରେ ସରକାରୀ ବିଦ୍ୟାଳୟରୁ ମୁହଁ ଫେରାଉଛନ୍ତି ପିଲା। ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ଘରୋଇ ସ୍କଲକୁ ନେଇଯାଉଥିବାରୁ ପ୍ରତିବର୍ଷ ନାମଲେଖା ହାର କମୁଛି। ଫଳରେ...

ଜେଲ୍‌ରେ ଅସୁସ୍ଥ: ଆଶୀର୍ବାଦଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଅର୍ଥତତ୍ତ୍ୱ ଲିଙ୍କ୍‌ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କର ସ୍ବାସ୍ଥ୍ୟାବସ୍ଥା...

ଗୁଟ୍‌ଖା କାରଖାନାରେ ଚଢ଼ାଉ

ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍‌.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍‌ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର...

ଇକୋ ଭିଲେଜ ପାଇଁ ସଜେଇହେଲା ମୁଦୁଲିଗାଡ଼ିଆ :ଗାଁରେ ରହି ମଜ୍ଜା ଉଠାଇବେ ପର୍ଯ୍ୟଟକ

ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ...

ବରଯାତ୍ରୀ ବେଶରେ ଆସି ୨ ଲକ୍ଷ ଟଙ୍କାର ଗହଣା ଚୋରି

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜଧାନୀରେ ଲୁଟେରା ଓ ଚୋରଙ୍କ ଉତ୍ପାତ ବଢ଼ି ଚାଲିଥିବାବେଳେ ନୂଆ ନୂଆ ପନ୍ଥା ଆପଣାଇ ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରୁଛନ୍ତି। କେତେବେଳେ ଗ୍ରାହକ ବେଶରେ...

Advertisement
Archives

Model This Week