Posted inଜାତୀୟ

ଖୁବ୍‌ଶୀଘ୍ର ଶପଥ ନେବେ ହରିୟାଣା କ୍ୟାବିନେଟ

ହରିୟାଣା,୧୨।୧୧: ହରିୟାଣା ବିଧାନସଭାରେ ଏପର୍ଯ୍ୟନ୍ତ ମନ୍ତ୍ରୀମାନଙ୍କ ଶପଥଗ୍ରହଣ କାର୍ଯ୍ୟକ୍ରମ ହୋଇନାହିଁ। ଅକ୍ଟୋବର ୨୭ରୁ ମୁଖ୍ୟମନ୍ତ୍ରୀ ଭାବେ ଭାଜପାର ମନୋହର ଲାଲ ଖଟ୍ଟର ଶପଥ ନେଇଥିବା ବେଳେ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତ ଚୌତାଲା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ହେଲେ ଏହାପରେ ଆଉ କୌଣସି ମନ୍ତ୍ରୀ ଶପଥ ନେଇ ନାହାଁନ୍ତି। ଗୋଟିଏ ପଟେ ଦିଲ୍ଲୀ ପ୍ରଦୂଷଣ ଓ ଅନ୍ୟପଟେ ମହାରାଷ୍ଟ୍ର ରାଜନୀତିକୁ ନେଇ ଭାଜପା ଅଧ୍ୟକ୍ଷ ଅମିତ ଶାହ ବ୍ୟସ୍ତଥିବା ବେଳେ ହରିୟାଣା ଉପରେ ଦୃଷ୍ଟି ଦେଇ ନ ଥିବାରୁ ଏହା ବିଳମ୍ବ ହୋଇଛି ବୋଲି କୁହାଯାଉଛି। ଏବେ କିନ୍ତୁ ସବୁ ଆଲୋଚନା ସରିଥିବା ବେଳେ ମଙ୍ଗଳବାର କିମ୍ବା ବୁଧବାର ସୁଦ୍ଧା ହରିୟାଣା ବିଧାନସଭାର ମନ୍ତ୍ରୀମାନେ ଶପଥ ନେଇ ପାରନ୍ତି ବୋଲି ବିଶେଷ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri