Posted inଜାତୀୟ

ଖୁବ୍‌ ଶୀଘ୍ର ନାଗରିକତ୍ୱ ହରାଇବେ ସୋନିଆ-ରାହୁଲ: ସୁବ୍ରମଣ୍ୟମ୍‌ ସ୍ବାମୀ

ହାଇଦ୍ରାବାଦ୍‌,୨୦।୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ତାଙ୍କ ପୁଅ ରାହୁଲ ଗାନ୍ଧୀ ଖୁବ୍‌ ଶୀଘ୍ର ଭାରତର ନାଗରିକତ୍ୱ ହରାଇବେ ବୋଲି ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କହିଛନ୍ତି। ଏ ସମ୍ପର୍କିତ ଦସ୍ତାବିଜ୍‌ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଟେବୁଲରେ ରହିଛି। ଶାହା ଏ ବିଷୟରେ ଶୀଘ୍ର ନିଷ୍ପତ୍ତି ନେବେ। ଭାରତର ନାଗରିକ ହୋଇ ଅନ୍ୟ ଦେଶର ନାଗରିକତ୍ୱ ଗ୍ରହଣ କରିଥିବା ସୋନିଆ ଏବଂ ରାହୁଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବାମୀ କହିଛନ୍ତି। ହାଇଦ୍ରାବାଦ୍‌ ବିଶ୍ୱବିଦ୍ୟାଳୟରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କିତ ଏକ ଆଲୋଚନା ଯୋଗ ଦେଇ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ସ୍ବାମୀଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପତଞ୍ଜଳିର କରୋନା ଔଷଧ ବିଜ୍ଞାପନ ଉପରେ ରୋକ, ପରୀକ୍ଷା ନେଇ ତଥ୍ୟ ମାଗିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୩।୬: ସାରା ବିଶ୍ୱରେ ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତିରେ ଯୋଗ ଗୁରୁ ବାବା ରାମଦେବଙ୍କ କମ୍ପାନୀ ପତଞ୍ଜଳି...

ପିତାଙ୍କୁ ଦେଖି କାନ୍ଦିଲେ ନିର୍ଭୟା ଦୋଷୀ ବିନୟ ଶର୍ମା

ନୂଆଦିଲ୍ଲୀ,୧୫।୧: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀମାନେ କରିଥିବା ଶେଷ ପ୍ରୟାସ ବି ଫେଲ ମାରିଛି। ଆସନ୍ତା ୨୨ ତାରିଖ ସକାଳ ୭ଟାରେ ଫାଶୀ...

ତୃତୀୟ ଲହର ମୁକାବିଲା ନେଇ ଚର୍ଚ୍ଚା, ହସ୍ପିଟାଲର କ୍ଷମତା ବୃଦ୍ଧି ଉପରେ ଗୁରୁତ୍ୱ…

ନୂଆଦିଲ୍ଲୀ,୧।୯: ଦେଶରେ କରୋନା ମହାମାରୀ ପୁଣି ସଙ୍କଟ ସୃଷ୍ଟି କରିବାକୁ ଯାଉଛି। କେରଳ ଏବଂ ଦେଶର ଅନ୍ୟ କେତେକ ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ରହିଛି।...

ଜଳପଥ ଦେଇ ପ୍ରବେଶ କରିପାରନ୍ତି ପାକିସ୍ତାନୀ କମାଣ୍ଡୋ: କାଣ୍ଡଲା ବନ୍ଦରରେ ବଢିଲା ସୁରକ୍ଷା ବ୍ୟବସ୍ଥା

ଗାନ୍ଧୀ ନଗର,୨୯।୮: ଗୁଜରାଟର କାଣ୍ଡଲା ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି। ଗୁପ୍ତ ସୂଚନା ଅନୁଯାୟୀ, ପାକିସ୍ତାନୀ କମାଣ୍ଡୋ ଜଳଭାଗ ଦେଇ ଭାରତ ସୀମାରେ ଥିବା...

ଦିଲ୍ଲୀ ଜାତୀୟ ରାଜଧାନୀ ହୋଇଥିବାରୁ ନିୟନ୍ତ୍ରଣ ଆବଶ୍ୟକ: କେନ୍ଦ୍ର

ନୂଆଦିଲ୍ଲୀ,୨୮ା୪: ଦିଲ୍ଲୀର ନିର୍ବାଚିତ ସରକାରଙ୍କ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରାଇବାକୁ ନ ଦେବା ପାଇଁ ଉପରାଜ୍ୟପାଳ (ଏଲ୍‌ଜି)ଙ୍କୁ କେନ୍ଦ୍ର ବ୍ୟବହାର କରୁଥିବା ଅଭିଯୋଗ ଆଣି ଆମ୍‌ ଆଦ୍‌ମୀ...

ଇ-ଭୋଟର ପରିଚୟପତ୍ର ଜାରି

ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ...

ମୁମ୍ବାଇ ମାରାଥନରେ ଭାଗ ନେଇଥିବା ପ୍ରତିଯୋଗୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ମୁମ୍ବାଇ,୧୯।୧: ରବିବାର ସକାଳେ ଡ୍ରିମ୍‌ ରନ୍‌ ମୁମ୍ବାଇ ମାରାଥନ ଆରମ୍ଭ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ପ୍ରତିଯୋଗୀ ଭାଗ ନେଇଥିଲେ। ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହର...

ବିଶ୍ୱ ଖାଦ୍ୟ ଦିବସ:ପୃଥିବୀରେ ୮୦ କୋଟି ଭୋକିଲା

ଜେନେଭା: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍‌ର...

Advertisement
Archives

Model This Week