ଖୁସି ଖବର: ଏପ୍ରିଲ ୩ ପରେ ଗୋଆରେ ଚିହ୍ନଟ ହୋଇନାହାନ୍ତି ଜଣେ ବି କରୋନା ସଂକ୍ରମିତ

ପଣଜୀ,୨।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗୋଆରୁ କିନ୍ତୁ ଆସିଛି ଖୁସି ଖବର। ଏଠାରେ ଏପ୍ରିଲ ୩ ପରେ ଆଉ କେହି କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ। ଏପ୍ରିଲ ୧୭ ସୁଦ୍ଧା ଚିକିତ୍ସିତ ହେଉଥିବା ସମସ୍ତ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଯାଇଛନ୍ତି। ଏହାସହ ଗୋଆ ଏକ ପର୍ଯ୍ୟଟନ ସ୍ଥଳ ହୋଇଥିବା ବେଳେ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଏଠାକୁ କୌଣସି ପର୍ଯ୍ୟଟକଙ୍କୁ ଆସିବାର ଅନୁମତି ପ୍ରଦାନ କରାଯିବ ନାହିଁ ବୋଲି ସାଓ୍ବନ୍ତ କହିଛନ୍ତି। ସୂଚନାଯୋଗ୍ୟ, କରୋନା ସଂକ୍ରମଣର ବୃଦ୍ଧିକୁ ଦେଖି ଦେଶରେ ମେ’୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବଢ଼ୁଛି କଲରାପତରିଆ ବଂଶ

ନୂଆଦିଲ୍ଲୀ, ୧ା୩ (ପି.ଟି)ଭାରତରେ କଲରାପତରିଆ ବାଘଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ସବିଶେଷ ରିପୋର୍ଟ ଅନୁଯାୟୀ ୨୦୨୨...

ଆସାମରେ ଛିଣ୍ଡିଲା ଆସନ ଭାଗବଣ୍ଟା, ୧୧ରେ ଭାଜପା ୩ରେ ଏନଡିଏ ସହଯୋଗୀ

ନୂଆଦିଲ୍ଲୀ,୨୯।୨: ଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆସାମରେ ଆସନ ବାଣ୍ଟିବା ନେଇ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଏହାର...

ହିମାଚଳ ପ୍ରଦେଶରେ କଂଗ୍ରେସ ସରକାରଙ୍କୁ ବଞ୍ଚାଇବାରେ ପ୍ରିୟଙ୍କାଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ,୨୯।୨: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ହିମାଚଳ ପ୍ରଦେଶ ସରକାରଙ୍କ ସଙ୍କଟକୁ ରୋକିବାରେ ତଥା ସରକାରଙ୍କୁ ବଞ୍ଚାଇବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।...

“All is well”: ଶିବକୁମାର କହିଲେ ହିମାଚଳରେ ସବୁ ମତଭେଦ ଶେଷ, ୫ ବର୍ଷ ଚାଲିବ ସୁଖୁ ସରକାର

ଶିମଲା,୨୯।୩: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାରଙ୍କ ଉପରେ ବର୍ତ୍ତମାନ ପର୍ଯ୍ୟନ୍ତ ସଙ୍କଟ ଦୂର ହୋଇଛି। ରାଜ୍ୟର ଏକମାତ୍ର ରାଜ୍ୟ ସଭା ଆସନରେ ଅନୁଷ୍ଠିତ ନିର୍ବାଚନରେ କଂଗ୍ରେସ...

ଲୋକ ସଭା ନିର୍ବାଚନ: ଆଜି ଆସିପାରେ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ଓଡ଼ିଶାରୁ ଏହି ୨ ଜଣଙ୍କୁ ମିଳିପାରେ ଟିକେଟ୍‌

ଭୁବନେଶ୍ୱର/ନୂଆଦିଲ୍ଲୀ,୨୯।୨: ଲୋକ ସଭା ନିର୍ବାଚନ ୨୦୨୪ ସମ୍ପର୍କରେ ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ଗୁରୁବାର ସାରେ ନୂଆଦିଲ୍ଲୀର ପାର୍ଟି ମୁଖ୍ୟାଳୟରେ ଡକାଯାଇଛି। ଏହି ବୈଠକ...

ମୁଖ୍ୟମନ୍ତ୍ରୀ ଶିନ୍ଦେ, ଅଜିତ୍‌ ପାଓ୍ବାରଙ୍କୁ ରାତ୍ରିଭୋଜନ ପାଇଁ ନିମନ୍ତ୍ରଣ କଲେ ଶରଦ ପାଓ୍ବାର

ମୁମ୍ବାଇ,୨୯।୧: ରାଜ୍ୟ ସଭା ଏମ୍‌ପି ଶରଦ ପାଓ୍ବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉଭୟ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଅଜିତ୍‌ ପାୱାରଙ୍କୁ ଶନିବାର ବାରାମତିସ୍ଥିତ...

କୋର୍ଟଙ୍କ କଡା ନିର୍ଦ୍ଦେଶ, ଭବିଷ୍ୟତରେ ରାମ ରହିମଙ୍କୁ ମିଳିବ ନାହିଁ ପାରୋଲ

ଚଣ୍ଡିଗଡ଼,୨୯।୨: ଡେରା ସଚ୍ଚା ସୌଦା ମୁଖ୍ୟ ରାମ ରହିମଙ୍କୁ ବାରମ୍ବାର ପାରୋଲ ପ୍ରଦାନ ମାମଲାରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ କଠୋରତା ପ୍ରଦର୍ଶନ କରିଛନ୍ତି। ଭବିଷ୍ୟତରେ...

ହିମାଚଳ ପ୍ରଦେଶରେ ବଦଳିବେ ନାହିଁ ମୁଖ୍ୟମନ୍ତ୍ରୀ

ଶିମଲା,୨୯।୨: ଗତ ୩ ଦିନ ଧରି ହିମାଚଳ ପ୍ରଦେଶରେ ଚାଲିଥିବା ରାଜନୈତିକ ଅସ୍ଥିରତା ବର୍ତ୍ତମାନ ଶେଷ ହୋଇଛି। ଶିମଲାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବୈଠକ ପରେ ସାମ୍ବାଦିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri