ଖୁସି ଖବର: ଗୋଟିଏ ଦିନରେ ସୁସ୍ଥ ହେଲେ ୧୦, ଚିହ୍ନଟ ହେଲେ ୧

ଥିରୁଭାନନ୍ତପୁରମ,୧୭।୪: କେରଳରେ କରୋନା ସଂକ୍ରମଣ ପ୍ରଥମେ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ଏବେ ସେଠାରୁ ଆସିଛି ଖୁସି ଖବର। ଶୁକ୍ରବାର ସେଠାରେ ଜଣେ ମାତ୍ର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ରୋଗୀ ସୁସ୍ଥ ହୋଇଥିବା କହିଛି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ। ସୂଚନାଯୋଗ୍ୟ, ଏବେ କରେଳରେ ୧୩୮ କରୋନା ସଂକ୍ରମିତଙ୍କ ଚିକିତ୍ସା ଚାଲିଥିବା ବେଳେ ୨୫୫ ଜଣ ସୁସ୍ଥ ହୋଇ ସାରିଲାଣି। ସେପଟେ ଦେଶରେ ମଧ୍ୟ କରୋନା ସଂକ୍ରମିତଙ୍କ ହାର କମିଛି ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯଗ୍ମ ସଚିବ ଲଭ ଅଗ୍ରଓ୍ବାଲ।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀ ନିଯୁକ୍ତି ମଡ୍ୟୁଲର ପର୍ଦ୍ଦାଫାଶ: ପିଏଚଡି ଶିକ୍ଷାର୍ଥୀ ଯୁବବର୍ଗଙ୍କୁ ହିଜବୁଲ-ଜୈଶ ସଂଗଠନରେ କରୁଥିଲେ ସାମିଲ…

ଶ୍ରୀନଗର,୨୭।୭ : ବଡ଼ ଧରଣର ଆତଙ୍କବାଦୀ ନିଯୁକ୍ତିର ଏକ ମଡ୍ୟୁଲର ପର୍ଦ୍ଦଫାଶ ଜମ୍ମୁ-କଶ୍ମୀରରେ ହୋଇଛି। ଏହି ମାମଲାରେ ଜଣେ ପିଏଚଡି ଛାତ୍ରଙ୍କୁ ମଧ୍ୟ ଗିରଫ କରାଯାଇଛି।...

ଆଗ୍ରା ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ଆଗ୍ରା,୭।୯-ଉତ୍ତରପ୍ରଦେଶ ଆଗ୍ରାସ୍ଥିତ ସିକନ୍ଦରା ଅଞ୍ଚଳରେ ଥିବା ଏକ ରାସାୟନିକ କାରଖାନାରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। କେମିକାଲ ଫ୍ୟାକ୍ଟ୍ରିରେ...

ହାଇକୋର୍ଟରେ ଓକିଲ-ପୋଲିସ ସଂଘର୍ଷ ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୧୧(ପି.ଟି.): ଦିଲ୍ଲୀର ତିସ୍‌ ହଜାରୀ ଜେଲ୍‌ ପରିସରରେ ଶନିବାର ଘଟିଥିବା ଓକିଲ-ପୋଲିସ ସଂଘର୍ଷ ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ରବିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।...

ପୁଣି ତାତିଲେ କୃଷକ

ନୂଆଦିଲ୍ଲୀ,୯।୭: କୃଷି ଆଇନ୍‌କୁ ବିରୋଧ କରି ଆନ୍ଦୋଳନରେ ବସିଥିବା କୃଷକମାନେ ପୁଣି ସରକାରଙ୍କ ବିରୋଧରେ ବର୍ଷିଛନ୍ତି। କୃଷକ ନେତା ରାକେଶ ଟିକାଏଟ ସରକାରଙ୍କୁ ତିନୋଟି କୃଷି...

ଯୋଗୀଙ୍କୁ ଫେୟାରଓ୍ବେଲ ଦେଇସାରିଲାଣି ଭାଜପା

ଲକ୍ଷ୍ନୌ, ୧୬ା୧- ନିର୍ବାଚନ ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପସନ୍ଦର ଆସନ ଦେଉ ନାହାନ୍ତି କେନ୍ଦ୍ର ନେତୃତ୍ୱ। ଏହା ଦର୍ଶାଉଛି ଭାଜପାର ଡବଲ ଇଞ୍ଜିନ ସରକାର...

୩୫ ମିନିଟ୍‌ କଥାବାର୍ତ୍ତା, ଭାରତୀୟଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଜେଲେନସ୍କିଙ୍କୁ ଧନ୍ୟବାଦ ଦେଲେ ମୋଦି…

ନୂଆଦିଲ୍ଲୀ/କ୍ୱିଭ୍‌,୭।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହିତ ସୋମବାର ୩୫ ମିନିଟ୍‌ ଫୋନ୍‌ରେ କଥାବାର୍ତ୍ତା ହୋଇଛନ୍ତି। ଏହି ଅବସରରେ ମୋଦି...

ଢୋଲ ବଜାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କର୍ନାଟକର କୋଡାକାଲରେ ଜଳସେଚନ, ପାନୀୟ ଜଳ ଏବଂ ଜାତୀୟ ରାଜପଥ ବିକାଶ ପ୍ରକଳ୍ପ ସହ ଜଡିତ ବିଭିନ୍ନ ବିକାଶମୂଳକ...

କୋଶିୟାରୀଙ୍କ ଇସ୍ତଫା ମଞ୍ଜୁର, ନୂଆ ରାଜ୍ୟପାଳ ହେଲେ ରମେଶ ବୈସ…

ମୁମ୍ବାଇ,୧୨।୨ : ମହାରାଷ୍ଟ୍ରରେ ବିଧାନସଭା ର୍ନିବାଚନର କିଛି ମାସ ପୂର୍ବରୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରେ ପଦୀ...

Advertisement
Archives

Model This Week