ଖୁସି ଖବର: ୨୪ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇ ଫେରିଲେ ଘରକୁ

ନୂଆଦିଲ୍ଲୀ,୩୦।୫: ଭାରତରେ ପ୍ରତି ଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିବାରେ ଏକ ଖୁସି ଖବର ମିଳିଛି। ପ୍ରଥମ ଥର ପାଇଁ ଗତ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୧୦୧ ନୂଆ ସଂକ୍ରମିତଙ୍କ ଚିହ୍ନଟ କରାଯାଇଥିବାବେଳେ ଏହି ସମୟ ମଧ୍ୟରେ ୧୧ ହଜାର ୭୨୯ ସୁସ୍ଥ ହୋଇଛନ୍ତି। ସେହିପରି ଏହି ସମୟରେ ମଧ୍ୟରେ ୨୬୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ୨୩ ମେରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୬,୬୬୫ ଥିଲା। ସେହିପରି ମେ ୨୪ରେ ଏହା ୭,୧୧୧ ଏବଂ ମେ ୨୭ରେ ୭,୨୭୧ ଥିଲା। ୨୮ମେ ରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୭,୨୫୮ ଥିବାବେଳେ ୨୯ ମେରେ ଏହା ୮, ୧୦୧ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଣେଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀଙ୍କୁ ଇଡିର ନୋଟିସ

ମୁମ୍ବାଇ,୨୯।୮: ଗତ ସପ୍ତାହରେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମହାରାଷ୍ଟ୍ରର ପରିବହନ ମନ୍ତ୍ରୀ ଅନୀଲ ପରବ। ଏହାର କିଛି ଦିନ...

ପଶ୍ଚିମବଙ୍ଗରେ ଶାହାଙ୍କ ରଣ ହୁଙ୍କାର

କୋଲକାତା,୧୧ ।୨: ଆଗକୁ ଅଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଏବେଠାରୁ ଭାରତୀୟ ଜନତାପାର୍ଟି(ଭାଜପା) ଜନମତ ନିଜ ଆଡକୁ କରିବାକୁ ସମସ୍ତ ଶକ୍ତି ଲାଗଇ ଦେଇଛି...

ଆର୍ଯ୍ୟନଙ୍କ ମାମଲାରେ ୨ ଜଣଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୬।୧୦: ମୁମ୍ବାଇର ଡାଗ୍ସ କ୍ରୁଜ ମାମଲାରେ ଗିରଫ ହୋଇଥିବା ୨୦ ଜଣଙ୍କ ମଧ୍ୟରୁ ୨ ଜଣ(ମନୀଷ ରାଜଗାରିଆ ଓ ଅଭିନ ସାହ)ଙ୍କୁ ମଙ୍ଗଳବାର ଏକ ସ୍ପେଶାଲ...

କଏଦୀଙ୍କର ବୈବାହିକ ସମ୍ପର୍କର ମୌଳିକ ଅଧିକାର ନାହିଁ, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ, ୨୭।୧ : କଏଦୀଙ୍କ ମୌଳିକା ଅଧିକାର ନେଇ ମାଡ୍ରାସ ହାଇକୋର୍ଟ ଏକ ରାୟରେ ଦୁଇଟି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଦୋଷୀ ସାବ୍ୟସ୍ତ କଏଦୀଙ୍କୁ ବୈବାହିକ...

‘ବାୟୁ’ ଯୋଗୁ ବିଳମ୍ବ ହେବ ମୌସୁମୀ

ନୂଆଦିଲ୍ଲୀ,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ପଶ୍ଚିମ ଭାରତର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ଏହାର ପ୍ରଭାବ କିନ୍ତୁ ମୌସୁମୀ ଉପରେ ପଡିଛି। ମୌସୁମୀ...

ପରିଣତ ବୟସରେ ବି ହାରିଯାଇନାହାନ୍ତି ଏହି ବୃଦ୍ଧ, ପାହାଡ଼ କାଟି ୫ କିଲୋମିଟର ପର୍ଯ୍ୟନ୍ତ ଖୋଳିଛନ୍ତି କେନାଲ

ପାଟଣା,୧୩ା୯: ବିହାରର ପର୍ବତାରୋହୀ ଦଶରଥ ମାଝିଙ୍କ ନାମ ପ୍ରାୟ ସମସ୍ତେ ଶୁଣିଥିବେ। ଯିଏ କି ୨୨ ବର୍ଷ ଧରି କଠିନ ପରିଶ୍ରମ କରି ୩୬୦ ଫୁଟ...

ଖୋଲିବନି କି ଜଗନ୍ନାଥ ମନ୍ଦିର

ନୂଆଦିଲ୍ଲୀ,୮ା୬: ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନରେ ଜୁନ୍‌ ୮ ଅର୍ଥାତ୍‌ ସୋମବାରଠାରୁ ଦେଶରେ ବିଭିନ୍ନ ଧାର୍ମିକ ତଥା ଉପାସନା ସ୍ଥଳ ଖୋଲିବାକୁ ଯାଉଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ...

୨୦ ଲକ୍ଷ ଭାରତୀୟଙ୍କ ହ୍ବାଟ୍ସଆପ୍‌ ଆକାଉଣ୍ଟ ବ୍ୟାନ

ନୂଆଦିଲ୍ଲୀ, ୧୫।୭: ଗତ ମେ’ ୧୫ରୁ ଜୁନ ୧୫ ମଧ୍ୟରେ ୨୦ ଲକ୍ଷ ଭାରତୀୟଙ୍କ ହ୍ବାଟ୍ସଆପ୍‌ ଆକାଉଣ୍ଟକୁ ବ୍ଲକ କରାଯାଇଛି। ଅନଲାଇନ ଅପବ୍ୟବହାରରୁ ୟୁଜର୍ସଙ୍କୁ ସୁରକ୍ଷିତ...

Advertisement
Archives

Model This Week