ଖୁସି ଖବର: ୨୪ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇ ଫେରିଲେ ଘରକୁ

ନୂଆଦିଲ୍ଲୀ,୩୦।୫: ଭାରତରେ ପ୍ରତି ଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିବାରେ ଏକ ଖୁସି ଖବର ମିଳିଛି। ପ୍ରଥମ ଥର ପାଇଁ ଗତ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୧୦୧ ନୂଆ ସଂକ୍ରମିତଙ୍କ ଚିହ୍ନଟ କରାଯାଇଥିବାବେଳେ ଏହି ସମୟ ମଧ୍ୟରେ ୧୧ ହଜାର ୭୨୯ ସୁସ୍ଥ ହୋଇଛନ୍ତି। ସେହିପରି ଏହି ସମୟରେ ମଧ୍ୟରେ ୨୬୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ୨୩ ମେରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୬,୬୬୫ ଥିଲା। ସେହିପରି ମେ ୨୪ରେ ଏହା ୭,୧୧୧ ଏବଂ ମେ ୨୭ରେ ୭,୨୭୧ ଥିଲା। ୨୮ମେ ରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୭,୨୫୮ ଥିବାବେଳେ ୨୯ ମେରେ ଏହା ୮, ୧୦୧ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବସିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ତେବେ ପ୍ରଥମଥର ପାଇଁ...

ଆତ୍ମହତ୍ୟା ଉଦ୍ୟମ କଲେ ଗିରଫ ଡିଆର୍‌ଡିଓ ବୈଜ୍ଞାନିକ

ନୂଆଦିଲ୍ଲୀ,୨୦।୧୨: ରୋହିଣୀ କୋର୍ଟରେ ବିସ୍ଫୋରଣ ଖଞ୍ଜିଥିବା ଅଭିଯୋଗରେ ଡିଆର୍‌ଡିଓ ବୈଜ୍ଞାନିକ ଭାରତ ଭୂଷଣ କଟାରିଆ ଜେଲ୍‌ ଭିତରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ...

୪୦ କଂଗ୍ରେସ ବିଧାୟକଙ୍କୁ ପଠାଗଲା ହୋଟେଲ

ଜୟପୁର,୨।୬: ରାଜସ୍ଥାନରେ ୪ ରାଜ୍ୟ ସଭା ଆସନ ଲାଗି ନିର୍ବାଚନ ହେବାକୁ ଥିବାବେଳେ ସମସ୍ତ ଦଳୀୟ ବିଧାୟକଙ୍କୁ ଏକାଠି କରି ରଖିବା ଲାଗି କଂଗ୍ରେସ ପ୍ରାୟ...

ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ...

ଚିରାଗ ପାଶଓ୍ବାନ ହେଲେ ଏଲ୍‌ଜେପି ମୁଖ୍ୟ

ନୂଆଦିଲ୍ଲୀ,୫।୧୧: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାବବିଳାସ ପାଶଓ୍ବାନ ନିଜ ରାଜନୈତିକ କମାଣକୁ ପୁଅ ଚିରାଗ ପାଶଓ୍ବାନଙ୍କ ହାତରେ ସମର୍ପି ଦେଇଛନ୍ତି। ମଙ୍ଗଳବାର...

ପଜିଟିଭ ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ-ଗମ୍ଭୀର

ଚଣ୍ଡିଗଡ଼,୬।୧୧:କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଥିବା ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ଅନ୍ୟପଟେ ଦିଲ୍ଲୀର ଭାଜପା...

ଆଇଏସ୍‌ ଲିଙ୍କ୍‌ ନେଇ ୬ ରାଜ୍ୟରେ ଚଢାଉ

ନୂଆଦିଲ୍ଲୀ,୩୧।୭: ଆତଙ୍କବାଦୀ ସଂଗଠନ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌)ର କାର୍ଯ୍ୟକଳାପ ସମ୍ପୃକ୍ତିକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ରବିବାର ୬ ରାଜ୍ୟରେ ଚଢାଉ କରିଛି। ଏହି...

ଏଯାଏ ବାହାରିନି ୪ ସଂକ୍ରମଣର ଟିକା

ନୂଆଦିଲ୍ଲୀ,୧୨ା୭(ପି.ଟି.): କରୋନା ସଂକ୍ରମଣକୁ ୭ ମାସ ବିତିଥିଲେ ହେଁ ଏପର୍ଯ୍ୟନ୍ତ ଟିକା ବାହାରିପାରି ନାହିଁ। ପ୍ରତିଷେଧକ ଟିକା ନ ଥିବା ଏବଂ ଉପଯୁକ୍ତ ଚିକିତ୍ସା ବାହାରିପାରି...

Advertisement
Archives

Model This Week