ଖୁସି ବ୍ୟକ୍ତ କଲେ ଯୁବ ଭୋଟର

ଅନୁଗୋଳ ଅଫିସ, ୨୪।୪-ପ୍ରଥମ ଥର ପାଇଁ ଭୋଟ୍‌ ଦେବେ। ସେଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଥିଲା। କାଳେ କିଛି ଭୁଲ ହୋଇଯିବ ତାହାକୁ ନେଇ ମନରେ ଭୟ ବି ଟିକେ ଥିଲା। ହେଲେ ନିର୍ଭୁଲ ଭାବେ ଭୋଟ୍‌ ଦେବା ପରେ ଖୁସି ବ୍ୟକ୍ତ କରିଥିଲେ ଅନୁଗୋଳର କେତେଜଣ ଯୁବ ଭୋଟର। ପ୍ରଥମ ଥର ଏହି ଗଣପର୍ବରେ ସାମିଲ ହେବାର ସୌଭାଗ୍ୟ ପାଇଥିବାରୁ ଯୁବପିଢ଼ି ନିଜକୁ ଧନ୍ୟ ମନେ କରିଥିଲେ। ଏ ସମ୍ପର୍କରେ ଜଣେ ଯୁବ ଭୋଟର ଅପର୍ଣ୍ଣା ରଥ କହିଛନ୍ତି, ଇଭିଏମ୍‌ରେ କେମିତି ଭୋଟ ଦିଆଯାଏ ତାହା ଘର ଲୋକଙ୍କ ଠାରୁ ପଚାରି ବୁଝିଥିଲି। ତେଣୁ ଇଭିଏମ୍‌ ଓ ଭିଭିପିଏଟିର ବ୍ୟବହାର କରିବାରେ କିଛି ଅସୁବିଧା ହେଲାନାହିଁ। ଯିଏ ଯୁବ ପିଢ଼ିଙ୍କ ପାଇଁ କାର୍ଯ୍ୟ କରିବେ ସେପରି ଉପଯୁକ୍ତ ପ୍ରାର୍ଥୀ ଦେଖି ନିଜର ପ୍ରଥମ ମତ ସାବ୍ୟସ୍ତ କରିଛି। ସେହିପରି ସୌମ୍ୟାଜ୍ୟୋତି ପ୍ରଧାନ କହିଛନ୍ତି, ଭୋଟ କିପରି ଦିଆଯାଏ ତାହା ପୂର୍ବରୁ ପରିବାର ଲୋକଙ୍କଠାରୁ ଶୁଣିଥିଲି। ହେଲେ ପ୍ରଥମ ଥର ପାଇଁ ଭୋଟ ଦେଇଥିବାରୁ ଭାରି ଖୁସି ଲାଗୁଛି। ଯୁବ ଭୋଟରମାନେ ଅଧିକ ସଂଖ୍ୟାରେ ମତଦାନ କରି ଦେଶ ଗଠନରେ ସହାୟକ ହେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗାଡ଼ି, ବାଇକ୍‌ ଦୁର୍ଘଟଣା: ୧୯ ଘଣ୍ଟାଧରି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରଣପୁର,୧୯ା୪(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା କେରେଣ୍ଡାଟାଙ୍ଗୀ ପଞ୍ଚାୟତସ୍ଥ ରାଇପଡା ଛକରେ ବୁଧବାର ସନ୍ଧ୍ୟାରେ ଏକ ପୋଲିସ ବୋଲେରୋ ଗାଡି ଧକ୍କାରେ ସେହି ଗ୍ରାମର ବାଇକ୍‌ ଆରୋହୀ...

ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା: ୨ ସନ୍ଦିଗ୍ଧ ଅଟକ

ଦିଗପହଣ୍ଡି,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ସକାଳେ ଜଣେ ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି।...

ଘରଭଙ୍ଗା ସହାୟତା ପାଇଁ ଦାବିପତ୍ର

ବାଲିଅନ୍ତା,୩୧ା୧୨(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଘର ଭାଙ୍ଗିଯାଇଥିବା ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବିରେ ସୋମବାର ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ସ୍ବାଇଁଙ୍କୁ ସୋମବାର...

ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା...

ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କଲା ପ୍ରଶାସନ

ଗଞ୍ଜାମ,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ଏଥିସହିତ...

ଟ୍ରକ୍‌ ପଛରେ ପିଟିଲା ଟ୍ରକ୍‌, ଖଲାସି ଗୁରୁତର

ଛେଣ୍ଡିପଦା, ୨୭।୧୦(ସ୍ବ.ପ୍ର.)- ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ୬୩ ନଂ ରାଜ୍ୟ ରାଜପଥର ରାଇଝରଣଠାରେ ରବିବାର ଏକ ଟ୍ରକ୍‌ ଆଉ ଏକ ଟ୍ରକ୍‌ ପଛରେ...

ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ...

ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ଲୁଟ୍‌

ରାଜନଗର, ୭ା୬(ଡି.ଏନ.ଏ.) :କେନ୍ଦ୍ରାପଡା ଜିଲାର ରାଜନଗର ଅଞ୍ଚଳରେ ଜଣେ ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ଲୁଟି ନିଆଯାଇଛି। ସୂଚନା ଅଧିକାର ଆଇନରେ ଏହି...

Advertisement
Archives

Model This Week