Posted inଜାତୀୟ

ଖେଚୁଡି ପ୍ରସ୍ତୁତିଠାରୁ ଆରମ୍ଭ କରି ରୁଟି ବେଲି ପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୫।୫: ଲୋକସଭା ନିର୍ବାଚନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଉଛନ୍ତି। ନିକଟରେ ସେ ଦେଇଥିବା ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି। ଏଥିରେ ମୋଦିଙ୍କୁ କ’ଣ ଖାଇବାକୁ ପସନ୍ଦ ଲାଗେ ବୋଲି ପଚରାଯାଇଥିଲା। ଏହାର ଉତ୍ତରରେ ସେ କହିଥିଲେ, ମିଠା ଏବଂ ଖେଚୁଡି ଖାଇବାକୁ ମୋତେ ପସନ୍ଦ ଲାଗେ। ଖାଦ୍ୟ ଖାଇବାକୁ ଯେତିକି ଭଲ ନ ଲାଗେ ରାନ୍ଧିବାକୁ ତା’ଠାରୁ ଅଧିକ ପସନ୍ଦ ଲାଗେ। ରୋଟି ବେଲିବାଠାରୁ ଆରମ୍ଭ କରି ଖେଚୁଡି ପ୍ରସ୍ତୁତି ପର୍ଯ୍ୟନ୍ତ ମୁଁ ନିଜେ କରିପାରେ। ମୁଁ ଭଲ ରୋଷେଇ କରିପାରେ ବୋଲି ମୋଦି କହିଛନ୍ତି। ଆପଣ ରୋଷଇ କେମିତି ଜାଣିଲେ ବୋଲି ପଚରାଯିବାରୁ ମୋଦି କହିଥିଲେ, ମୋ ଜୀବନ ଏମିତି ବିତିଛି। ଗତ ୫ବର୍ଷ ହେଲା କୌଣସି ଖାଦ୍ୟ ପ୍ରସ୍ତୁତ କରିପାରି ନାହିଁ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଆର୍‌ସି ବିରୋଧରେ ପ୍ରସ୍ତାବ ଆଣିବେ ମମତା ସରକାର

କୋଲକତା,୪।୯: ଏନ୍‌ଆର୍‌ସି ବିରୋଧରେ ପଶ୍ଚିମବଙ୍ଗ ମମତା ବାନାର୍ଜୀ ସରକାର ଖୁବ୍‌ ଶୀଘ୍ର ଏକ ପ୍ରସ୍ତାବ ଆଣିବାକୁ ଯାଉଛନ୍ତି। ଚଳିତ ସପ୍ତାହରେ ଏହି ପ୍ରସ୍ତାବ ଅଣାଯିବାର ଯୋଜନା...

ହନିଟ୍ରାପ୍‌ଙ୍କ ସହିତ ଜେଲରଙ୍କ ଫଟୋ ଭାଇରାଲ

ଭୋପାଳ, ୩।୯: ଜଣେ ଜିଲା ଜେଲରଙ୍କ ଫଟୋ ଏବେ ସୋସିଆଲ୍‌ ମିଡ଼ଆରେ ଭାଇରାଲ ହେବାରେ ଲାଗିଛି। ମଧ୍ୟପ୍ରଦେଶର ବହୁଚର୍ଚ୍ଚିତ ହନିଟ୍ରାପ୍‌ ଶ୍ୱେତା ବିଜୟ ଜୈନଙ୍କ ସହିତ...

ଆଜି ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୧୮ା୭: ଭାରତର ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେଉଥିବା ଏହି ବହୁପ୍ରତୀକ୍ଷିତ ନିର୍ବାଚନ ଲାଗି ଭାଜପା...

ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତରତ୍ନ ସମ୍ପର୍କିତ ପ୍ରସ୍ତାବ ଦିଲ୍ଲୀ ବିଧାନସଭାରେ ପାସ୍‌

ନୂଆଦିଲ୍ଲୀ,୨୯ ।୭: ପରିବେଶବିତ୍ ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ଦାବି କରିଥିଲେ ଦିଲ୍ଲୀ ସରକାର । ଏବେ ଏହାକୁ ନେଇ ଗୁରୁବାର ଏକ ପ୍ରସ୍ତାବ ଦିଲ୍ଲୀ...

୫୬୦ ନେତା, କର୍ମୀ ଗିରଫ

ଜମ୍ମୁ,୮ା୮(ପି.ଟି.): ଜମ୍ମୁ-କଶ୍ମୀରରେ ସୁରକ୍ଷା ସଂସ୍ଥାଗୁଡ଼ିକ ବିଭିନ୍ନ ରାଜନୈତିକ ଦଳର ୫୬୦ ନେତା ଓ କର୍ମୀଙ୍କୁ ଗିରଫ କରିଛନ୍ତି। ଉପତ୍ୟକାରେ ଶାନ୍ତିଭଙ୍ଗ କରିବା ଆଶଙ୍କା ଥିବାରୁ ସେମାନଙ୍କୁ...

ପଞ୍ଜାବରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ପ୍ରୟାସ ଚାଲିଛି

ନୂଆଦିଲ୍ଲୀ,୭।୧: ଢ଼ିଲା ସୁରକ୍ଷା ବ୍ୟବସ୍ଥା କାରଣରୁ ୨୦ ମିନିଟ୍‌ ପାଇଁ ଏକ ଫ୍ଲାଏଓଭରରେ ଫସି ରହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି...

କେମିକାଲ ପ୍ଲାଣ୍ଟରୁ ଗ୍ୟାସ୍‌ ଲିକ୍‌: ୧୧ ମୃତ

ବିଶାଖାପାଟଣା/ନୂଆଦିଲ୍ଲୀ,୮।୫(ପି.ଟି.): ବିଶାଖାପାଟଣାର ଏକ କେମିକାଲ୍‌ ପ୍ଲାଣ୍ଟରୁ ଷ୍ଟାଇରିନ୍‌ ଗ୍ୟାସ୍‌ ଲିକ୍‌ ହୋଇ ୧୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ବୁଧବାର ବିଳମ୍ବିତ...

ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଇଟାନଗର,୧୮ ।୧୧: ଭାରତୀୟ ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ହେଲିକପ୍ଟରରେ ଥିବା ୨ ପାଇଲଟ ଓ ୩ କ୍ରିୟୁ ମେମ୍ବର ସୁରକ୍ଷିତ...

Advertisement
Archives

Model This Week