Posted inଖେଳ

ଖେଲୋ ଇଣ୍ଡିଆ ଆଥ୍‌ଲେଟ୍‌ଙ୍କୁ ପକେଟ ଭତ୍ତା

ନୂଆଦିଲ୍ଲୀ, ୨୫ା୫ (ପି.ଟି.)-ସ୍ପୋଟର୍‌ସ ଅଥରିଟି ଅପ୍‌ ଇଣ୍ଡିଆ (ସାଇ) ୨୭୪୯ଜଣ ଖେଲୋ ଇଣ୍ଡିଆ ଆଥଲେଟ୍‌ଙ୍କ ପକେଟ ଭତ୍ତା ବାବଦରେ ମୋଟ ୮.୨୫କୋଟି ଟଙ୍କା ମଞ୍ଜୁର କରିଛି। ପ୍ରତ୍ୟେକ ଆଥଲେଟ ଜଣ ପିଛା ୩୦,୦୦୦ ଟଙ୍କା ଲେଖାଏଁ ପାଇବେ। ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ରାଶି ଟ୍ରାନ୍ସଫର କରାଯାଇଛି। ଆଥଲେଟ୍‌ମାନେ ନିଜ ଘରକୁ ଫେରିବା ଓ ସେଠାରେ ଖାଦ୍ୟପେୟ ଏବଂ ଅନ୍ୟାନ୍ୟ ବାବଦରେ ଏହାକୁ ଖର୍ଚ୍ଚ କରିପାରିବେ। ଏହା ୨୦୨୦-୨୧ ବର୍ଷର ପ୍ରଥମ ୩ ମାସ ପାଇଁ ପକେଟ ଭତ୍ତା। ୩୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୨୧ଟି ଖେଳର ଆଥଲେଟଙ୍କ ପାଇଁ ଏହି ସୁବିଧା ରହିଛି। ମହାରାଷ୍ଟ୍ର (୩୮୬), ହରିୟାଣା (୩୮୧), ଦିଲ୍ଲୀ (୨୨୫), ପଞ୍ଜାବ (୨୦୨)ଏବଂ ତାମିଲନାଡୁ (୧୬୫)ରୁ ଅଧିକ ସଂଖ୍ୟାରେ ଆଥଲେଟ୍‌ ପକେଟ ଭତ୍ତା ପାଇଛନ୍ତି। ଖେଲୋ ଇଣ୍ଡିଆ ସ୍କଲାରଶିପ୍‌ ପାଇବା ପାଇଁ ବିବେଚିତ ଆଥଲେଟମାନେ ବାର୍ଷିକ ୧.୨୦ ଲକ୍ଷ ଏବଂ ମୋଟ ୬.୨୮ ଲକ୍ଷ ଟଙ୍କା ପକେଟ ଭତ୍ତା ପାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri