Posted inଖେଳ

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ ପ୍ରାଣ ହରାଇଛନ୍ତି। ଏହି ଘଟଣାରେ ୧୭ ବର୍ଷୀୟ ସ୍କୁଲ ଖେଳାଳିଙ୍କୁ ମାରପିଟ୍‌ କରିବା ସନ୍ଦେହରେ ଗିରଫ କରାଯାଇଛି। କଲମ୍ବୋର ଏକ କୋର୍ଟରେ ହାଜର କରାଯିବା ପରେ ତାଙ୍କୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଇଲ୍ଡ ପ୍ରୋବେଶନ କଷ୍ଟଡିରେ ରଖାଯାଇଛି। ଗତ ୮ ତାରିଖରେ ଖେଳାଯାଇଥିବା ମ୍ୟାଚ୍‌ରେ ଦୁଇ ଖେଳାଳିଙ୍କ ମଧ୍ୟରେ ପିଇବା ପାଣିକୁ ନେଇ ଯୁକ୍ତିତର୍କ ହୋଇଥିଲା। ଏହାପରେ ଫର୍ନାଣ୍ଡୋଙ୍କୁ ହସ୍ପିଟାଲ ନିଆଯାଇଥିଲା, ଯେଉଁଠାରେ ମଙ୍ଗଳବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ପୂର୍ବରୁ ପ୍ରିନ୍ସ ଅଫ୍‌ ଓ୍ବେଲ୍ସ କଲେଜର କୋଚ୍‌ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

SBI Customer Alert: ଆସନ୍ତାକାଲି ଠପ୍‌ ହୋଇଯିବ UPI ସେବା, ନୋଟ୍‌ କରିନିଅନ୍ତୁ କେତେ ଟାଇମ୍‌…

ନୂଆଦିଲ୍‌ଲୀ,୩।୯: ଯଦି ଆପଣଙ୍କ ଆକାଉଣ୍ଟ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଅର୍ଥାତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ୟୁପିଆଇ…

ପର୍ଯ୍ୟଟନ ଶିଳ୍ପ ପାଇଁ ପର୍ଯ୍ୟାପ୍ତ ମାନବ ସମ୍ବଳର ଆବଶ୍ୟକ ପଡ଼ିବ

ଭୁବନେଶ୍ୱର, ୩ା୯(ସନ୍ତୋଷ କୁମାର ବେହେରା): ସ୍ବସ୍ତି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ସୋସିଆଲ ଷ୍ଟଡିଜ୍‌ (ଏସ୍‌ଆଇଏମ୍‌ଏସ୍‌ଏସ୍‌)ର ନବାଗତ ଛାତ୍ରୀଛାତ୍ରମାନଙ୍କୁ ସ୍ଥାନୀୟ ଏକ ହେଟେଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବାଗତ…

ଅନ୍ତର୍ଜାତୀୟ ବଜାରରେ ବଢୁଛି ଭାରତ ମସଲା ଚାହିଦା

କଟକ,୩ା୯: ଅନ୍ତର୍ଜାତୀୟ ବଜାରରେ ଭାରତୀୟ ମସଲାର ଚାହିଦା ବଢୁଥିବାବେଳେ ଭାରତୀୟ ମସଲା ଉତ୍ପାଦନକାରୀ ଉଦ୍ୟୋଗ, ରପ୍ତାନିକାରୀ ଏବଂ କୃଷକମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏହିକ୍ରମରେ…

ଆବାସ ଆଶା: କଟିଲେଣି ୨୦୦

ଭୁବନେଶ୍ୱର,୩ା୯(ରବିନାରାୟଣ ଜେନା): ରାଜଧାନୀର ନିମ୍ନବର୍ଗଙ୍କୁ ସୁଲଭ ମୂଲ୍ୟରେ ଆବାସ ଯୋଗାଇଦେବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଗ୍ରହଣ କରାଯାଇଥିବା ଆବେଦନ ଉପରେ ଖୁବ୍‌ଶୀଘ୍ର ଲଟେରି ଉଠାଣ…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

କ୍ଷେତରେ କାମ କରୁଥିବା ବୃଦ୍ଧାଙ୍କୁ ଦେଖି ଅଟକିଲା ବିଜୟଙ୍କ କାର୍‌! ତା’ପରେ ଯାହା କଲେ, ଭାଇରାଲ ହେଲା ଭିଡିଓ

ଚେନ୍ନାଇ,୩।୯: ତାମିଲନାଡୁର ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି। ଭିଡିଓରେ ବିଜୟ ଜଣେ ବୃଦ୍ଧା ମହିଳାଙ୍କୁ ଭେଟି ତାଙ୍କ…

ଏଣିକି ATMରୁ ଟଙ୍କା ଉଠାଇବା ପଡିବ ମହଙ୍ଗା, ଏତେ ଟଙ୍କା ଲାଗିବ ଏକ୍ସଟ୍ରା ଚାର୍ଜ!

ନୂଆଦିଲ୍ଲୀ,୩।୯: ଏଣିକି ଏଟିଏମରୁ ଟଙ୍କା କାଢିବା ହେଲା ମହଙ୍ଗା। ଯଦି ଆପଣ କାନାରା ବ୍ୟାଙ୍କର ଏଟିଏମ (ATM) କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏବେ ଟଙ୍କା ଉଠାଇବା…

ଏହି ବର୍ଷ ଦ୍ୱାପର ଯୁଗ ଭଳି ଦୁର୍ଲଭ ସଂଯୋଗ! ଜନ୍ମାଷ୍ଟମୀଠାରୁ ଏହି ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ, ଦୂର ହେବ ସବୁ ସମସ୍ୟା

ଧାର୍ମିକ ଦୃଷ୍ଟିକୋଣରୁ ଏହି ଦିନର ବିଶେଷ ମହତ୍ତ୍ୱ ଥିବାବେଳେ, ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ଏଥର ଜନ୍ମାଷ୍ଟମୀକୁ ବେଶ ଖାସ ବୋଲି କୁହାଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ଜନ୍ମାଷ୍ଟମୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri