ଖୋର୍ଦ୍ଧାକୁ ପଛରେ ପକାଇଲା ଭଦ୍ରକ: ଗୋଟିଏ ଦିନରେ ଚିହ୍ନଟ ହେଲେ ୨୮ ପଜିଟିଭ୍‌; ଜିଲାରେ ଆକ୍ରାନ୍ତ ସଂଖ୍ୟା ୭୪କୁ ବୃଦ୍ଧି

ଭଦ୍ରକ ଅଫିସ, ୧୭।୫- ରବିବାର ଭଦ୍ରକ ଜିଲାରେ ୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଛୁଇଁଥିବା ଜଣାପଡିଛି। ଫଳରେ ଖୋର୍ଦ୍ଧାକୁ ପଛରେ ପକାଇ ଭଦ୍ରକ ଚତୁର୍ଥ ସଂକ୍ରମିତ ଜିଲା ହୋଇଛି। ଖୋର୍ଦ୍ଧାରେ ଏଯାବତ ୫୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ତେବେ ଭଦ୍ରକର ନୂଆ ଆକ୍ରାନ୍ତମାନେ ସଙ୍ଗରୋଧ ଗୃହରେ ଥିବା ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ସେମାନଙ୍କ ମଧ୍ୟରୁ ୧୭ ଗୁଜରାଟ, ୮ କଲିକତା, ୧ ତେଲେଙ୍ଗାନା ଓ ୨ ମହାରାଷ୍ଟ୍ର ଫେରନ୍ତା। ଅପରପକ୍ଷରେ ଜିଲାର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଘଟଣ: ରୋଗୀଙ୍କ ଉପରେ ପଡ଼ିଲା କଂକ୍ରିଟ୍‌ ଖଣ୍ଡ, ୩ ଆହତ

ନିମାପଡ଼ା,୧୨ା୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମହିଳା ଓ୍ବାର୍ଡର ଛାତରୁ କଂକ୍ରିଟ୍‌ ଖଣ୍ଡ ଖସିପଡ଼ିବା ଯୋଗୁ...

୨୬ ହଜାର ଲାଞ୍ଚ ନେଇ ଫସିଲେ ବୁଗୁଡ଼ା ଉଦ୍ୟାନ ବିଭାଗ ଯନ୍ତ୍ରୀ, ଗିରଫ କଲା ଭିଜିଲାନ୍ସ

ବ୍ରହ୍ମପୁର:ଅଫିସ,୧୯।୨ : ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଉଦ୍ୟାନ ବିଭାଗ ଯନ୍ତ୍ରୀ ଉମାଚରଣ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ସେ ଲାଞ୍ଚ ନେଉଥିବା...

ସଚିବାଳୟ ଜୁନିୟର ଷ୍ଟେନୋଗ୍ରାଫର ହେବେ ଜେଇଏ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ସଚିବାଳୟ ଷ୍ଟେନୋଗ୍ରାଫର ଓ ପିଏ ରୁଲ୍ସ-୧୯୯୭କୁ ସଂଶୋଧନ କରାଯାଇଛି। ନୂଆ ସର୍ଭିସ ରୁଲ୍ସରେ କେତେକ ପରବର୍ତ୍ତନ କରାଯାଇଛି। ଏଥିରେ ନିଯୁକ୍ତି ପାଇଁ ଥିବା...

ପାଟଣାରେ ଉଡ଼ିଲା ତ୍ରିରଙ୍ଗା, ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ପାଟଣା,୧୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ୭୬ତମ ସ୍ବାଧୀନତା ଦିବସ ସୋମବାର ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି...

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୭୪୮ ଆକ୍ରାନ୍ତ; ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ଆଉ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ...

ଖାଲଖମା ରାସ୍ତା: ମରାମତି ଦାବି

ଚନ୍ଦ୍ରଗିରି,୩।୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ମାଣିକପୁର ଇନ୍ଦିରା ଆବାସ ହନୁମାନ ମନ୍ଦିର ସମ୍ମୁଖ ବୁଲାଣିଆ ରାଜରାସ୍ତା ବର୍ଷାରେ ଧୋଇହୋଇ ଖାଲଖମା ହୋଇଯାଇଛି। ଅନ୍ୟପଟେ ଉକ୍ତ...

Advertisement
Archives

Model This Week