ଖୋର୍ଦ୍ଧାରୁ ପୁଣି ୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୫।୬: ଖୋର୍ଦ୍ଧା ଜିଲାରେ ଶୁକ୍ରବାର ପୁଣି ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଟାଙ୍ଗିରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲୁଙ୍ଗା ୧, ବାଣପୁର ୨, ବାଳକାଟୀ ୩ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି। ସମସ୍ତେ ସଙ୍ଗରୋଧ ଗୃହରେଥିଲେ। ନୂତନ ଆକ୍ରାନ୍ତଙ୍କୁ ଭୁବନେଶ୍ବର କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri