ଖୋର୍ଦ୍ଧାରେ ବିଶ୍ୱ ପରିବେଶ ଦିବସ: ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ଆହ୍ବାନ

ଖୋର୍ଦ୍ଧା ଅଫିସ,୫।୬: ଖୋର୍ଦ୍ଧାରେ ଜିଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ବୁଧବାର ଜିଲା ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ରୂପେ ବାଣୀବିହାର ପିଜି ଡିପାର୍ଟମେଣ୍ଟ ଅଫ୍‌ କମର୍ସ ପ୍ରଫେସର ରବୀନ୍ଦ୍ର କୁମାର ସ୍ବାଇଁ ଯୋଗଦେଇ ପ୍ରଦୂଷଣକୁ ରୋକିବାକୁ ଆହ୍ବାନ ଦେଇଥିଲେ । ଅସମୟରେ ବର୍ଷା, ଆଶାତୀତ ଶୀତ, ମରୁଡି, ପୁଣି ବାତ୍ୟା ଝଡ଼ର ଆଗମନ ଯୋଗୁ ବିଶ୍ୱ ସଙ୍କଟରେ। ଖୋର୍ଦ୍ଧା ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି । ଖଣି, କ୍ରଶର ଯୋଗୁ ସ୍ଥାନୀୟ ଲୋକେ କିପରି ହଇରାଣ ହେଉଛନ୍ତି ସେ ଉପରେ ମୁଖ୍ୟ ଅତିଥି କହିଥିଲେ। ଡିଏଫ୍‌ଓ ସୁଦୀପ ନାୟକ ସଭାପତି ଭାବେ ଯୋଗ ଦେଇ କହିଥିଲେ ଯେ, ପରିବେଶର ଅନୁଚିନ୍ତା ନିଜ ପରିବାରରୁ ଆରମ୍ଭ ହେବା ଉଚିତ । ପରିବାର ଲୋକଙ୍କୁ ପରିବେଶ ସମ୍ବନ୍ଧୀୟ ସଚେତନତା ଏବଂ ଜାଗ୍ରତ କରିବା ଦାୟିତ୍ୱ ପିଲାମାନେ ନେବା ଆବଶ୍ୟକ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ଶିଳ୍ପୀଙ୍କୁ ପୁରସ୍କୃତ କଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବୁଦ୍ଧ ଆର୍ଟ ଗ୍ୟାଲେରିରେ ହେବାକୁ ଥିବା ଓଡ଼ିଶା ଲଳିତ କଳା ଏକାଡେମୀର ୩୮ତମ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବକୁ ବାତିଲ କରାଯାଇ ରାଜଭବନରେ...

ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଓଡ଼ିଶା ବିଶ୍ୱରେ ଉଦାହରଣ ପାଲଟିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ‘ତିତ୍‌ଲି’ ହେଉ ଅବା ‘ଫନୀ’, ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା। ବିଶ୍ୱପାଇଁ ରାଜ୍ୟ ବେଞ୍ଚମାର୍କ ପାଲଟିଛି। ମଙ୍ଗଳବାର ସ୍ଥାନୀୟ ରବିନ୍ଦ୍ର...

ଅଂଶୁଘାତ ଆଶଙ୍କା, ଜିଲାପାଳଙ୍କୁ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ସମସ୍ତେ ଲଢ଼େଇ ଜାରି ରଖିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ଚିନ୍ତା...

ବିଧାନସଭାରେ ଧାନ ଝଡ଼

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଆକାଶରେ ମେଘ ବାଦଲ। ଆଗାମୀ ତିନିଦିନ ଧରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ଛେଚିବ। କେବଳ ମେଘ ନୁହେଁ, ୩୦ରୁ ୪୦...

ଚଳିତ ବର୍ଷ ୨.୩୩ ଲକ୍ଷ ହେକ୍ଟର ଅତିରିକ୍ତ ଜଳସେଚନ କ୍ଷମତା ସୃଷ୍ଟି କରାଯିବ: ମନ୍ତ୍ରୀ

ଭୁବନେଶ୍ବର, ୧୮ା୩(ବ୍ୟୁରୋ): ଆସନ୍ତା ୫ ବର୍ଷରେ ଜଳ ସମ୍ପଦ ଭିତ୍ତିଭୂମି ନିର୍ମାଣ ପାଇଁ ୭୫ ହଜାର କୋଟି ଟଙ୍କାର ପ୍ରାବଧାନ ରଖାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ...

ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ...

ବେଆଇନ ମଦ କାରବାର ରୋକିବାକୁ ତାତିଲେ ମହିଳା: ପୋଲିସ ବଦଳରେ ମହିଳାଙ୍କ ଚଢ଼ାଉ

ବେଗୁନିଆ,୩୦ା୫ (ଡି.ଏନ.ଏ.)- ସାମାଜିକ ଚଳଣିରେ ଦେଖା ଦେଇଥିବା ପାରିବାରିକ ବିଶୃଙ୍ଖଳା ସୃଷ୍ଟି ପାଇଁ ନିଶା ଦ୍ରବ୍ୟ ସେବନ ହିଁ ପ୍ରମୁଖ କାରଣ ଅଟେ। ତେବେ ଏହି...

୩୧ରୁ ନଭେମ୍ବର ୨ ଯାଏ ମେଘୁଆ ପାଗ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ...

Advertisement
Archives

Model This Week