ଖୋର୍ଦ୍ଧାରେ ବିଶ୍ୱ ପରିବେଶ ଦିବସ: ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ଆହ୍ବାନ

ଖୋର୍ଦ୍ଧା ଅଫିସ,୫।୬: ଖୋର୍ଦ୍ଧାରେ ଜିଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ବୁଧବାର ଜିଲା ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ରୂପେ ବାଣୀବିହାର ପିଜି ଡିପାର୍ଟମେଣ୍ଟ ଅଫ୍‌ କମର୍ସ ପ୍ରଫେସର ରବୀନ୍ଦ୍ର କୁମାର ସ୍ବାଇଁ ଯୋଗଦେଇ ପ୍ରଦୂଷଣକୁ ରୋକିବାକୁ ଆହ୍ବାନ ଦେଇଥିଲେ । ଅସମୟରେ ବର୍ଷା, ଆଶାତୀତ ଶୀତ, ମରୁଡି, ପୁଣି ବାତ୍ୟା ଝଡ଼ର ଆଗମନ ଯୋଗୁ ବିଶ୍ୱ ସଙ୍କଟରେ। ଖୋର୍ଦ୍ଧା ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି । ଖଣି, କ୍ରଶର ଯୋଗୁ ସ୍ଥାନୀୟ ଲୋକେ କିପରି ହଇରାଣ ହେଉଛନ୍ତି ସେ ଉପରେ ମୁଖ୍ୟ ଅତିଥି କହିଥିଲେ। ଡିଏଫ୍‌ଓ ସୁଦୀପ ନାୟକ ସଭାପତି ଭାବେ ଯୋଗ ଦେଇ କହିଥିଲେ ଯେ, ପରିବେଶର ଅନୁଚିନ୍ତା ନିଜ ପରିବାରରୁ ଆରମ୍ଭ ହେବା ଉଚିତ । ପରିବାର ଲୋକଙ୍କୁ ପରିବେଶ ସମ୍ବନ୍ଧୀୟ ସଚେତନତା ଏବଂ ଜାଗ୍ରତ କରିବା ଦାୟିତ୍ୱ ପିଲାମାନେ ନେବା ଆବଶ୍ୟକ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ରୁ ୪ ଦିନ ଥରିବ ଓଡ଼ିଶା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତର ସବୁଠି ଥରାଉଛି କୋହଲା ପବନ। ଦିନ ତମାମ କୋହଲା ପବନ ବହୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଉତ୍ତର-ପଶ୍ଚିମ...

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬

ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ...

ଗ୍ରାହକ ବିଶ୍ୱାସ ବ୍ୟବସାୟର ମୂଳମନ୍ତ୍ର

ପାନାସୋନିକ କେବଳ ଏକ ବ୍ରାଣ୍ଡ ନୁହେଁ, ଦୀର୍ଘ ବର୍ଷ ଧରି ଏହା ଗ୍ରାହକଙ୍କୁ ଗୁଣଯୁକ୍ତ ସେବା ଓ ବିଶ୍ୱାସ ଦେଇଆସିଛି। କମ୍ପାନୀ ୧୦୦ ବର୍ଷରୁ ଊର୍ଦ୍ଧ୍ୱ...

ମା ବସ୍‌ ଧକ୍କାରେ ବୃଦ୍ଧ ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୪ ରେଡ୍‌କ୍ରସ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବସ୍‌’ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଏଜିର...

ଶିକାରୀଙ୍କ ହାତରେ ଟ୍ରାଙ୍କୁଲାଇଜର

ଅସମାପିକା ସାହୁ ଭୁବନେଶ୍ୱର,୧୪।୫: ଆସାମର ଓରାଙ୍ଗ ଜାତୀୟ ଉଦ୍ୟାନରେ ବନ୍ୟାପ୍ରାଣୀ ମାଫିଆମାନେ ଅଭିନବ ଉପାୟରେ ଗଣ୍ଡାର ଶିଙ୍ଗକୁ କାଟି ନେଇଛନ୍ତି। ନିକଟରେ ଉଦ୍ୟାନ କର୍ମଚାରୀମାନେ ମୁୱାମାରି...

ଗୋଟିଏ ଦିନ ଆଗରୁ ବନ୍ଦ ହେଲା ଶିଶିର ସରସ ମେଳା

ଭୁବନେଶ୍ୱର,୫।୧(ବ୍ୟୁରୋ): କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ଶିଶିର ସରସ ମେଳାକୁ ଗୁରୁବାର ବନ୍ଦ କରି ଦିଆଯାଇଛି। ହେଲେ ଗୋଟିଏ ଦିନ ଆଗରୁ ମେଳା ବନ୍ଦ କରିବା...

ବିମାନବନ୍ଦର ରି-କାର୍ପେଟିଂ ସ୍ଥିତି ସଂକ୍ରାନ୍ତ ରିପୋର୍ଟ ଦେବାକୁ ଚିଠି

ଭୁବନେଶ୍ୱର, ୬ା୬(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରି-କାର୍ପେଟିଂ ବିଳମ୍ବ ହୋଇଛି। ତେଣୁ ବିଳମ୍ବର କାରଣ ଓ ବର୍ତ୍ତମାନ ସ୍ଥିିତି କ’ଣ ରହିଛି ସେ ନେଇ...

ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲା ପାଇଁ ମନରେଗାରେ...

Advertisement
Archives

Model This Week