ଖୋର୍ଦ୍ଧାରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ: ସାମିଲ ହେଲେ ବିଧାୟକ, ଜିଲାପାଳ..

ଖୋର୍ଦ୍ଧା ଅଫିସ,୩୦।୫ : କରୋନା ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଶନିବାର ଜିଲାସ୍ତରୀୟ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି । ଜିଲାପାଳ ଶିତାଂଶୁ ରାଉତ, ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରେନ୍ଦ୍ର ମିତ୍ର, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦଳାଇ, ଉପଜିଲାପାଳ ଶାନ୍ତନୁ ମହାନ୍ତି, ଖୋର୍ଦ୍ଧା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ବେତପଦ୍ମା ଶତପଥୀ, ଅତିରିକ୍ତ ଏସ୍‌ପି କେ.ପି. ଜେନା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଆଶା,ଅଙ୍ଗନବାଡି, ଶିକ୍ଷକ, ସରକାରୀ କର୍ମଚାରୀ, ପୌର ସଫେଇ କର୍ମଚାରୀ, ସ୍ବାସ୍ଥ୍ୟ କର୍ମୀ ପ୍ରମୁଖ ଉପସ୍ଥିତ ରହି ସଙ୍ଗୀତ ଗାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri