ଖୋର୍ଦ୍ଧାରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ: ସାମିଲ ହେଲେ ବିଧାୟକ, ଜିଲାପାଳ..

ଖୋର୍ଦ୍ଧା ଅଫିସ,୩୦।୫ : କରୋନା ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଶନିବାର ଜିଲାସ୍ତରୀୟ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି । ଜିଲାପାଳ ଶିତାଂଶୁ ରାଉତ, ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରେନ୍ଦ୍ର ମିତ୍ର, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦଳାଇ, ଉପଜିଲାପାଳ ଶାନ୍ତନୁ ମହାନ୍ତି, ଖୋର୍ଦ୍ଧା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ବେତପଦ୍ମା ଶତପଥୀ, ଅତିରିକ୍ତ ଏସ୍‌ପି କେ.ପି. ଜେନା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଆଶା,ଅଙ୍ଗନବାଡି, ଶିକ୍ଷକ, ସରକାରୀ କର୍ମଚାରୀ, ପୌର ସଫେଇ କର୍ମଚାରୀ, ସ୍ବାସ୍ଥ୍ୟ କର୍ମୀ ପ୍ରମୁଖ ଉପସ୍ଥିତ ରହି ସଙ୍ଗୀତ ଗାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକତେଲ ଡ୍ୟାମ୍‌ରୁ ସ୍ଥାୟୀ ଜଳସେଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ବଲାଙ୍ଗୀର ସର୍କିଟ ହାଉସ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶନିବାର ଲୋଇସିଂହା ଓ ଆଗଲପୁର ବ୍ଲକର ମିଳିତ କୃଷକ ସଂଘର୍ଷ ସମିତି ଏକ ପ୍ରତିନିଧି…

ଚାଲିଗଲେ ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର, ଦରଦୀ ଡାକ୍ତରଙ୍କୁ ଝୁରି ହେଉଛନ୍ତି ଅଞ୍ଚଳବାସୀ

ବଲାଙ୍ଗୀର,୨୬ା୪(ସୁନିଲ କୁମାର ମହାନ୍ତି): ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର (୯୨)ଙ୍କ ରବିବାର ସକାଳେ ପରଲୋକ ହୋଇଛି। ସେ ବେଶ୍‌ କିଛିଦିନ ହେଲା ଅସୁସ୍ଥତା କାରଣରୁ ଶଯ୍ୟାଶାୟୀ…

ଜାତୀୟ ସ୍ତରରେ ଚମକିଲେ କୁନି ପ୍ରତିଭା ଏଫ୍ରାତା, ଶହଶହ ପ୍ରତିଯୋଗୀଙ୍କୁ ପଛରେ ପକାଇ…

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ପୁଣିଥରେ ଜାତୀୟ ମଞ୍ଚରେ ଗୌରବ ଆଣିଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାର କୁନି ମଡେଲ ଏଫ୍ରାତା ଜୋଏଲ। ଦେଶର ପ୍ରତିଷ୍ଠିତ ରିଆଲିଟି ଶୋ ’ଇଣ୍ଡିଆ…

ରାସ୍ତାରେ ଆସୁଆସୁ ହଠାତ୍‌ ଓଲଟି ପଡ଼ିଲା ମେଲୋଡ଼ି ଗାଡ଼ି, ଭିତରେ ଥିଲେ ୩୦ କଳାକାର

ବଲାଙ୍ଗୀର/ସଇଁତଳା,୨୬ା୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ରବିବାର ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୬ କନ୍ଧକେଲ ଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଯାତ୍ରୀ ପ୍ରତୀକ୍ଷାଳୟରେ ପାନୀୟଜଳ ପ୍ରକଳ୍ପ ଅଚଳ, ଛାତରେ ଝୁଲୁଛି ଅକାମୀ ପଙ୍ଖା, ଆଶ୍ରୟ ନେବା ପାଇଁ…

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ତାତି ବଢ଼ୁଛି। ଗ୍ରୀଷ୍ମ ପ୍ରବାହ ସହିତ ଗୁଳୁଗୁଳି ଅନୁଭୂତ ହେଉଛି। ଏଭଳି ସ୍ଥିତିରେ ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ସରକାରୀ ବସଷ୍ଟାଣ୍ଡରେ ସର୍ବନିମ୍ନ ମୌଳିକ…

ଶ୍ରୀଭାରତୀ କୃଷ୍ଣ ଗଣିତ ପ୍ରତିଭା ପରୀକ୍ଷାରେ ରାଜ୍ୟରେ ପ୍ରଥମ ହେଲେ କାବ୍ୟେଶ, ପାଟଣା ପାଇଁ ଆଣିଲେ ଗୌରବ

ପାଟଣା, ୨୬।୪ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ସପ୍ତମ ଶ୍ରେଣୀ ଛାତ୍ର କାବ୍ୟେଶ ବେହେରା ବିଦ୍ୟାଳୟ…

ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା, ଭୁଲ ଇଞ୍ଜେକ୍ସନ ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ, ରାସ୍ତାରୋକୋ…

ବାସୁଦେବପୁର,୨୬।୪(କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାରେ ଅବହେଳା ଯୋଗୁ ଜଣେ ୧୪ ବର୍ଷର ନାବାଳକର…

ଶ୍ବଶୁର-ଜ୍ୱାଇଁ ମୃତ୍ୟୁକୁ ନେଇ ବଢ଼ୁଛି ସନ୍ଦେହ: ଜମି ବିବାଦ ଚର୍ଚ୍ଚା, ଘଟଣାକୁ ହାଲୁକା ନ ନେଇ ତଦନ୍ତ ଦାବି 

କେସିଙ୍ଗା,୨୬।୪ (ତୁମେଶ୍ୱର ସାହୁ): ଜ୍ୱାଇଁ ଓ ଶ୍ବଶୁରର ମୃତ୍ୟୁକୁ ନେଇ ପରିବାର ଲୋକେ ଜିଆରପିଙ୍କୁ ତଦନ୍ତ ପାଇଁ ଦୃଢ଼ ଦାବି କରିଛନ୍ତି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri