ଖୋର୍ଦ୍ଧାରେ ୮କରୋନା ପଜିଟିଭ ଚିହ୍ନଟ

ଖୋର୍ଦ୍ଧା ଅଫିସ,୧୦।୬: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କୁ ନେଇ ଏହି ସଂଖ୍ୟା ବଢ଼ୁଥିବା ବେଳେ ବୁଧବାର ଖୋର୍ଦ୍ଧା ଉପଖଣ୍ଡରେ ୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲୁଗାଁରୁ ୫, ଟାଙ୍ଗି ଓ ବାଲିପାଟଣା ବ୍ଲକରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ଏହା ସହ ଖୋର୍ଦ୍ଧା ପୌରାଞ୍ଚଳ ନବିନାବାଗ ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?