ଖୋର୍ଦ୍ଧା ଉପଖଣ୍ଡରେ ୧୬ କରୋନା ପଜିଟିଭ୍‌ : ଟାଙ୍ଗୀର ସର୍ବାଧିକ ୧୧ ଚିହ୍ନଟ

ଖୋର୍ଦ୍ଧା ଅଫିସ,୭ା୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୧୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଟାଙ୍ଗୀର ସର୍ବାଧିକ ୧୧ଜଣ ଚିହ୍ନଟ ହୋଇଥିବା ବେଳେ ବାଲୁଗଁାର ୨, ବେଗୁନିଆର ୩ଜଣ ଚିହ୍ନଟ ହୋଇଛନ୍ତି। ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ରହୁଥିଲେ। ସମସ୍ତଙ୍କୁ ଭୁବନେଶ୍ୱର କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି ଜିଲାପାଳ ଶୀତାଂଶୁ କୁମାର ରାଉତ କହିଛନ୍ତି। ଅନ୍ୟପଟେ ରବିବାର ୧୨୭ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି। ସେଥିମଧ୍ୟରୁ ଖୋର୍ଦ୍ଧାର ୧୫, ବାଳକାଟୀର ୧୬, ଟାଙ୍ଗୀର ୨୦, ବୋଲଗଡ଼ର ୮, ବେଗୁନିଆର ୧୬, ମେଣ୍ଢାଶାଳର ୧୦ ଏବଂ ବାଲୁଗଁାର ୪୨ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ୩ ନୂଆ ପଜିଟିଭ୍‌ ଚିହ୍ନଟ: ଜିଲାରେ ୫୯ ଛୁଇଁଲା ମୋଟ ଆକ୍ରାନ୍ତ ସଂଖ୍ୟା

ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧା ଜିଲାରେ ରବିବାର ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ ହୋଇଛି। ତେବେ ନୂଆ...

ବିଦ୍ୟୁତ ଖୁଣ୍ଟରେ ଝୁଲୁଛି ଯୁବକଙ୍କ ମୃତଦେହ

ଖୋର୍ଦ୍ଧା ଅଫିସ,୨।୧: ବିଦ୍ୟୁତ ଖୁଣ୍ଟିରେ ଝୁଲୁଛି ଯୁବକଙ୍କ ମୃତଦେହ। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଜଂକିଆ ଥାନା ଅନ୍ତର୍ଗତ ଛଣଗିରି ଗ୍ରାମରେ। ସେଇ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ହେଲପର ମୃତ, ୧୫ ଆହତ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୃର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍‌...

୪ ଭଉଣୀଭାଇଙ୍କ ସମେତ ୬ ଗିରଫ

ଖୋର୍ଦ୍ଧା ଅଫିସ,୨୨ା୧୦: ବ୍ରାଉନସୁଗାର କାରବାରର ହବ୍‌ ପାଲଟିଛି ଖୋର୍ଦ୍ଧା ସହର। କୋଲକାତା, ବାଲେଶ୍ୱର, ଜଳେଶ୍ୱର ଆଦି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଖୋର୍ଦ୍ଧାକୁ ଆସୁଛି। ଏଠାରୁ...

ପ୍ରେମ ପାଇଁ ଅପହରଣ ନାଟକ: ଜେଲ ଗଲେ ଅଭିଯୁକ୍ତ

ନିରାକାରପୁର,୨୮ା୧୧(ଡି.ଏନ୍‌.ଏ.): ପ୍ରେମ ପାଇଁ ଅପହରଣ ନାଟକ ରଚିଥିବା ଅଭିଯୁକ୍ତଙ୍କୁ ଶନିବାର ଜଙ୍କିଆ ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ସେ ହେଲେ ତୋଫାନ ବେହେରା।...

ନନ୍ଦନକାନନ: ୪ ହରିଣ ମୃତ

ବାରଙ୍ଗ,୭ା୯(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗତ ୨ଦିନରେ ୪ ହରିଣଙ୍କ ମୃତ୍ୟୁ ହୋଇଛି। ୬୮ନଂ. ଏନକ୍ଲୋଜରରେ ଥିବା ୨ ଚିତ୍ରା ହରିଣଙ୍କର ରବିବାର ମୃତ୍ୟୁ ଘଟିଛି।...

୧୪ ଶ୍ରମିକଙ୍କୁ ବସ୍‌ରେ କଟକ ପଠାଇଲା ପୋଲିସ

ବାରଙ୍ଗ,୧୬ା୫(ଡି.ଏନ.ଏ): ଝାଡ଼ଖଣ୍ଡ ଯିବା ପାଇଁ ଶୁକ୍ରବାର ରାତିରେ ଚାଲିଚାଲି ଷ୍ଟେଶନ ଯାଉଥିବା ୧୪ଜଣ ପ୍ରବାସୀ ଶ୍ରମିକଙ୍କୁ ବାରଙ୍ଗ ଅଧୀନ ଗୋଡ଼ିସାହି ଫାଣ୍ଡି ପୋଲିସ ଅଟକ ରଖି...

ପୁଣି ରାଜ୍ୟରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

Advertisement
Archives

Model This Week