ଖୋର୍ଦ୍ଧା ଉପଖଣ୍ଡରେ ୧୬ କରୋନା ପଜିଟିଭ୍‌ : ଟାଙ୍ଗୀର ସର୍ବାଧିକ ୧୧ ଚିହ୍ନଟ

ଖୋର୍ଦ୍ଧା ଅଫିସ,୭ା୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୧୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଟାଙ୍ଗୀର ସର୍ବାଧିକ ୧୧ଜଣ ଚିହ୍ନଟ ହୋଇଥିବା ବେଳେ ବାଲୁଗଁାର ୨, ବେଗୁନିଆର ୩ଜଣ ଚିହ୍ନଟ ହୋଇଛନ୍ତି। ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ରହୁଥିଲେ। ସମସ୍ତଙ୍କୁ ଭୁବନେଶ୍ୱର କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି ଜିଲାପାଳ ଶୀତାଂଶୁ କୁମାର ରାଉତ କହିଛନ୍ତି। ଅନ୍ୟପଟେ ରବିବାର ୧୨୭ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି। ସେଥିମଧ୍ୟରୁ ଖୋର୍ଦ୍ଧାର ୧୫, ବାଳକାଟୀର ୧୬, ଟାଙ୍ଗୀର ୨୦, ବୋଲଗଡ଼ର ୮, ବେଗୁନିଆର ୧୬, ମେଣ୍ଢାଶାଳର ୧୦ ଏବଂ ବାଲୁଗଁାର ୪୨ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଭାଲ ଛକରେ ସିରିଜ୍‌ ଦୁର୍ଘଟଣା: କାରକୁ ସାଇଡ୍‌ ଦେବାକୁ ଯାଇ ୬ ଅଟୋକୁ ଧକ୍କା ଦେଲା ଅଏଲ ଟ୍ୟାଙ୍କର

ଖୋର୍ଦ୍ଧା ଅଫିସ, ୨୦।୪: ଖୋର୍ଦ୍ଧା ଜିଲା ନାଭାଲ ଛକ ୧୬ ନଂ. ଜାତୀୟ ରାଜପଥଠାରେ ସୋମବାର ସିରିଜ୍‌ ଦୁର୍ଘଟଣା ଘଟିଛି। ଏକ ଅଏଲ ଟ୍ୟାଙ୍କର ସମ୍ମୁଖରୁ...

ଏଟିଏମ୍‌ରୁ ବାହାରୁଛି ଚିରାଫଟା ନୋଟ୍‌

ରଣପୁର/ଟାଙ୍ଗୀ(ଖୋର୍ଦ୍ଧା)୧୫ା୭(ସ୍ବ.ପ୍ର./ଡି.ଏନ୍‌.ଏ.)-ରିଜର୍ଭ ବ୍ୟାଙ୍କ ଏଣିକି ଚିରାଫଟା, କଲମରେ ଲେଖା ଯାଇଥିବା, ଜରିପଡିଥିବା ନୋଟ୍‌କୁ ବ୍ୟବହାର ଅନୁପଯୋଗୀ ବୋଲି ଘୋଷଣା କରୁଥିବାବେଳେ ଏଟିଏମ୍‌ରୁ ଏଭଳି ଟଙ୍କା ବାହାରିବା ସମସ୍ତଙ୍କୁ...

ସଂକ୍ରମଣ ଭୟ ନାହିଁ, କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୬ା୪: ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ...

ଘରଭଙ୍ଗା ସହାୟତା ପାଇଁ ଦାବିପତ୍ର

ବାଲିଅନ୍ତା,୩୧ା୧୨(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଘର ଭାଙ୍ଗିଯାଇଥିବା ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବିରେ ସୋମବାର ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ସ୍ବାଇଁଙ୍କୁ ସୋମବାର...

ବରୁଣେଇରେ ଧର୍ମେନ୍ଦ୍ର, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କଲେ

ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ,...

ମାସ୍କ ନ ପିନ୍ଧି ଜରିମାନା ଗଣିଲେ

ଖୋର୍ଦ୍ଧା ଅଫିସ,୧୪ା୪: ଲକଡାଉନ ବେଳେ ସାମାଜିକ ଦୂରତା ରକ୍ଷା ସହ ବାହାରକୁ ଆସିଲେ ମାସ୍କ ପିନ୍ଧିବାକୁ ସରକାର ଗତ ୯ତାରିଖରୁ ବାଧ୍ୟତାମୂଳକ କରିଛନ୍ତି। ତଥାପି କେତେଜଣ...

ରାମେଶ୍ୱର ହାଇସ୍କୁଲ ପ୍ରତିଷ୍ଠା ଦିବସ

ନିରାକାରପୁର,୩ା୭(ଡି.ଏନ୍‌.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ରାମେଶ୍ୱର ହାଇସ୍କୁଲର ୫୫ ତମ ପ୍ରତିଷ୍ଠା ଦିବସ ସ୍କୁଲ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି ା ପ୍ରଧାନ ଶିକ୍ଷକ ହିମାଂଶୁ...

ପଥିକଙ୍କୁ ଦହି ସରବତ ବଣ୍ଟନ

ବୋଲଗଡ଼,୫ା୬(ଡି.ଏନ.ଏ.)-ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବୋଲଗଡ଼ ବ୍ଲକ ଗେଡିଆପଲ୍ଲୀଠାରେ ସ୍ଥାନୀୟ ଯୁବକମାନେ ମଙ୍ଗଳବାର ପଥିକଙ୍କୁ ଥଣ୍ଡା ଦହି ସରବତ ବଣ୍ଟନ କରିଛନ୍ତିି। ବାଘମାରୀ-କଣ୍ଟିିଲୋ ରାସ୍ତାରେ ଯାତାୟାତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *