ଖୋର୍ଦ୍ଧା ଉପଖଣ୍ଡରେ ୫ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୨୦।୬: ଖୋର୍ଦ୍ଧା ଉପଖଣ୍ଡରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରସାଶନ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟଙ୍କ ମଧ୍ୟରେ ବାଲୁଗାଁ ନଈରୀର ଜଣେ ୩୫ ବର୍ଷୀୟା ମହିଳା ଅଛନ୍ତି। ସେ ତାମିଲନାଡୁରୁ ଫେରି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମସି)ରେ ରହିଥିଲେ।
ସେହିପରି ବୋଲଗଡ ବ୍ଲକର ୩ଜଣ ରହିଛନ୍ତି । ତନ୍ମଧ୍ୟରୁ ଜଣେ ୨୪ବର୍ଷୀୟ ପୁରୁଷ ଗଞ୍ଜାମ ଟିଏମ୍‌ସିରେ ଥିଲେ । ଏଥିସହିତ ଘରୋଇ ସଙ୍ଗରୋଧରେ ଥିବା ସାନପଦରର ୨ଜଣ ପୁରୁଷ ଆକ୍ରାନ୍ତ ହୋଇଛନ୍ତି ।
ସେହିପରି ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ କେରଙ୍ଗ ଗ୍ରାମର ୩୫ବର୍ଷୀୟା ଜଣେ ମହିଳା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସମସ୍ତ ପଜିଟିଭ ଚିହ୍ନଟ ଆକ୍ରାନ୍ତଙ୍କୁ ଭୁବନେଶ୍ବର କୋଭିଡ ମେଡିକାଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍‌ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…

ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ଇସ୍ତଫା ଦେବା ପରେ କେତେ ପେନସନ ପାଇବେ ସିଦ୍ଦାରାମାୟା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳେ ଜାଣନ୍ତୁ…

ବେଙ୍ଗାଲୁରୁ, ୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରାଜନୈତିକ ସସ୍‌ପେନ୍ସ ଏବେ ଶେଷ ହୋଇଛି। ସୂତ୍ର ଅନୁସାରେ ସିଦ୍ଦାରାମାୟା ଆଜି ଇସ୍ତଫା ଦେଇପାରନ୍ତି। ଏହି ସମୟରେ, ସିଦ୍ଦାରାମାୟା…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri