ଖୋର୍ଦ୍ଧା ଜିଲାରେ ସଂଘରୋଧ ଅବଧି ବୃଦ୍ଧି: ଏଣିକି ୧୪ ଦିନ ରହିବେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୭।୬ :ଖୋର୍ଦ୍ଧା ଜିଲାରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସଂଘରୋଧ ଅବଧି ୭ଦିନ ବୃଦ୍ଧି ଘଟିଛି। ଏନେଇ ଜିଲାପାଳ ଶିତାଂଶୁ ରାଉତ ଚିଠି ଲେଖି ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଏହାର ଅବଧି ସାତ ଦିନ ଥିଲା। ଏହି ଅବଧି ବୃଦ୍ଧି ଘଟିବା ପରେ ପ୍ରବାସୀମାନେ ସଂଘରୋଧ କେନ୍ଦ୍ରରେ ଏଣିକି ୧୪ ଦିନ ରହିବେ। ବାହାର ରାଜ୍ୟରୁ ଆସିଥିବା ପ୍ରବାସୀ ସଂଘରୋଧ କେନ୍ଦ୍ରରୁ ଫେରିବାର ସପ୍ତାହ ପରେ ପୁଣି କରୋନା ପଜିଟିଭ ଚିହ୍ନଟ ହେଉଥିବା ଦେଖିବାକୁ ମିଳିଛି । ଏହାର ପ୍ରତିହତ ଲାଗି ଜିଲାପାଳ ସଂଘରୋଧ କେନ୍ଦ୍ର ଅବଧି ବୃଦ୍ଧି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ, କହିଲେ-ସରକାରୀ ଯୋଜନାର…

ଛତ୍ରପୁର,୨୮।୪(ଦିଲୀପ ସାମଲ): ୨୦୦୦  ମସିହା  ବ୍ୟାଚର ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସଚ୍ଚିଦାନନ୍ଦ  ନାୟକ ମଙ୍ଗଳବାର ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ…

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା

ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ…

ଭଞ୍ଜନଗରରେ ଝଡ ତୋଫାନ ସହ ପ୍ରବଳ ବର୍ଷା: ଭାଙ୍ଗିଲା ଗଛ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୧ ଟା ରୁ ୪ ଟା ପର୍ଯ୍ୟନ୍ତ ଝଡ଼ତୋଫାନ ସହ ମଝିରେ ମଝିରେ ତୁହାକୁ ତୁହା…

HDFC ୟୁଜର୍ସ ସାବଧାନ! ମେ ୧୫ରୁ ବଦଳିବ ଏହି ନିୟମ…

ନୂଆଦିଲ୍ଲୀ,୨୮।୪: HDFC ବ୍ୟାଙ୍କ ଏହାର Regalia Gold କ୍ରେଡିଟ କାର୍ଡର ରିଓ଼୍ବାର୍ଡ ଗଠନ ଏବଂ ଯାତ୍ରା ଲାଭରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏହି ନୂତନ ନିୟମଗୁଡ଼ିକ…

ବିଳମ୍ବରେ ରାତିରେ ଶୋଇବା ଅର୍ଥାତ୍‌ ମୃତ୍ୟୁକୁ ନିମନ୍ତ୍ରଣ କରିବା, ଆପଣ ଏହି ୫ ଗମ୍ଭୀର ରୋଗର ହୋଇପାରନ୍ତି ଶିକାର

ଆଜିକାଲିର ଦ୍ରୁତ ଗତିରେ ଜୀବନରେ, ଲୋକମାନେ ପ୍ରାୟତଃ ରାତି ୧୦ଟା ପରେ ମଧ୍ୟ ଘଣ୍ଟା ଘଣ୍ଟା ଫୋନରେ ଏବଂ କାମରେ ବିତାଇ ଦିଅନ୍ତି। କିନ୍ତୁ ଆପଣ କ’ଣ…

ଆପଣଙ୍କ ମୃତ୍ୟୁ ପରେ କିଏ ଚଲାଇବ Facebook-Instagram? ସରକାର ଆଣିଲେ ଉତ୍ତରାଧିକାରୀ ବାଛିବା ନିୟମ

ନୂଆଦିଲ୍ଲୀ,୨୮।୪: Facebook, Instagram, WhatsApp, LinkedIn, ଏବଂ Telegram ଭଳି ଡିଜିଟାଲ ସମ୍ପତ୍ତିଗୁଡ଼ିକ ବ୍ୟକ୍ତିଗତ ସଂସ୍ଥା। ଏହି ପ୍ଲାଟଫର୍ମ ମଧ୍ୟରେ, କେବଳ ବାହାର ଲୋକ ହସ୍ତକ୍ଷେପ ନୁହେଁ…

ବାହାଘର ଭୋଜି ଖାଇ ଫେରୁଥିଲେ ହଠାତ୍‌ ଓଲଟିଲା ପିକ୍‌ଅପ: ଚାଲିଗଲା ୩ ନିରୀହ ଶିଶୁଙ୍କ ଜୀବନ, ମରଣ ସହ ଲଢ଼ୁଛନ୍ତି ଆଉ ୩

ବଲାଙ୍ଗୀର/ଟିଟଲାଗଡ,୨୮।୪(ସୁନିଲ ମହାନ୍ତି, ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ମାରଲାଡ ବ୍ରିଜ ନିକଟରେ ମଙ୍ଗଳବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପିକଅପ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri