ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱର ବାଲିପାଟଣା ଅଞ୍ଚଳର ଜଣେ ରହିଥିବା ବେଳେ ଶିଶୁପାଳଗଡ଼ର ଜଣେ ଓ ବିଏମ୍‌ସି ଅଞ୍ଚଳର ଜଣେ ରହିଛନ୍ତି। ସେହିପରି ଖୋର୍ଦ୍ଧା ବେଗୁନିଆ ବ୍ଲକ ହୀରାପୁର ପଞ୍ଚାୟତ ଗାଲଭାର ଗ୍ରାମର ୨ଜଣ ଆକ୍ରାନ୍ତ ଥିବା ଜଣାପଡିଛି ।
ଗାଲଭାର ଗ୍ରାମର ଆକ୍ରାନ୍ତ ଦ୍ୱୟ ବାପପୁଅ ବୋଲି ଜଣାପଡ଼ିଛି। ତେବେ ଉଭୟ କ୍ବାରାଣ୍ଟାଇନ ସେଣ୍ଟରରେ ଥିଲେ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri