ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୧୧।୧୦: ଶୁକ୍ରବାର ପୂର୍ବାହ୍ନରେ ଅବକାରୀ ବିଭାଗର କର୍ମଚାରୀମାନେ ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡ ଉପରେ ଚଢ଼ାଉ କରି ୧୬ ଗ୍ରାମ ବ୍ରାଉନସୁଗାର ଜବତ କରିଛନ୍ତି। ଏହାର ମୂଲ୍ୟ ୧ ଲକ୍ଷ ୬୦ ହଜ଼ାର ହେବ ବୋଲି ଜଣାପଡ଼ିଛି। ତେବେ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ କଟକ ଜିଲା କିଶନ ନଗର ଥାନା କୋଟୁଆଁ ଗାଁର ଜ୍ଞାନ ରଞ୍ଜନ ଖୁଣ୍ଟିଆ(୪୫)ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଇ ଦିଆଯାଇଛି। ଅପରପକ୍ଷେ ଅବକାରୀ ବିଭାଗ ମାମଲା ନଂ(୪୫/୧୯) ରୁଜୁ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri