ଖୋର୍ଦ୍ଧା ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ

ଖୋର୍ଦ୍ଧା ଅଫିସ,୧୨।୬-ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ। ବାଘମାରୀ ଥାନା ଭୋଗଡା ଗ୍ରାମରେ ଗତ ୨୫ ତାରିଖରେ ପୂର୍ବତନ ସରପଞ୍ଚ ସୁକାନ୍ତ ଜୟସିଂଙ୍କ ଘରେ ଲୁଟପାଟ ଓ ବୋମାମାଡ଼ ଘଟଣାରେ ଖୋର୍ଦ୍ଧା ପୋଲିସକୁ ମିଳିଛି ବଡ଼ ସଫଳତା ଖୋର୍ଦ୍ଧା ସମେତ କଟକ ଅଞ୍ଚଳରେ ଏହି ଡକାୟତ ଗ୍ୟାଙ୍ଗ ପୋଲିସର ମୁଣ୍ଡ ବିନ୍ଧା ସାଜିଥିଲା । ଏହି ଘଟଣାରେ ପୋଲିସ ୩ଟି ଟିମ ଗଠନ କରି ୧୨ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ମହିଳାଙ୍କ ସହ ୪ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ନଗଦ ୩୫ ହଜାର ୫୦୦ଟଙ୍କା, ବନ୍ଧୁକ, ଛୁରୀ, ଶାବଳ, ତରଳା ସୁନା ଏବଂ ଏକ ବାଇକକୁ ଜବତ କରାଯାଇଥିବା ଶୁକ୍ରବାର ସାମ୍ବାଦିକ ସମ୍ମିଳନୀରେ ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri