ଖୋର୍ଦ୍ଧା ବିଧାନସଭା ୮ଆସନରୁ ୭ରେ ବିଜୟୀ ହୋଇ ସ୍ଥିତି ବଜାୟ ରଖିଲା ବିଜେଡି

ଖୋର୍ଦ୍ଧା ଅଫିସ,୨୪।୫:ଖୋର୍ଦ୍ଧା ଜିଲାର ୮ଟି ବିଧାନସଭା ଆସନ ମଧ୍ୟରୁ ୭ ଟିକୁ ଦଖଲକୁ ଆଣି ବିଜେଡ ସ୍ଥିତି ବଜାୟ ରଖିଛି । ୨୦୧୪ ନିର୍ବାଚନରେ ଚିଲିକା ବିଧାନସଭା ଭାଜପା ଦଖଲକୁ ଯାଇଥିବା ବେଳେ ୨୦୧୯ ନିର୍ବାଚନରେ ଚିଲିକା ଶାସକ ଦଳର ଅତିଆରକୁ ଆସିଛି । ଅନ୍ୟପକ୍ଷେ ଜଟଣୀ ବିଧାନସଭା ବିଜେଡିଠାରୁ କଂଗ୍ରେସ ହାତକୁ ଯାଇଛି। ବେଗୁନିଆ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୨୦,୦୪୮ ଭୋଟରେ କଂଗ୍ରେସ ପ୍ରାର୍ଥୀ ପ୍ରଦୀପ କୁମାର ସାହୁଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି । ଏଠାରେ ରାଜେନ୍ଦ୍ର କୁମାର ସାହୁ ୭୩ , ୧୭୮, କଂଗ୍ରେସ ପ୍ରାର୍ଥୀ ପ୍ରଦୀପ କୁମାର ସାହୁ ୫୩, ୧୩୦ଓ ଭାଜପା ପ୍ରାର୍ଥୀ ରିଷଭ ନନ୍ଦ ୨୬, ୩୨୧ଭୋଟ ପାଇଛନ୍ତି ।
ଅନ୍ୟପକ୍ଷେ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ୧୦,୦୪୩ ଭୋଟରେ ଭାଜପା ପ୍ରାର୍ଥୀ କାଳୁ ଚରଣ ଖଣ୍ଡେଇତରାୟଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି । ଏଠାରେ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ୮୪, ୫୫୩, କାଳୁ ଚରଣ ଖଣ୍ଡେଇତରାୟ ୭୪ , ୫୧୦, କଂଗ୍ରେସ ପ୍ରାର୍ଥୀ ସ୍ବାଗତିକା ପଟ୍ଟନାୟକ ୪, ୨୬୮ ଭୋଟ ପାଇଛନ୍ତି । ଚିଲିକା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ କୁମାର ଜଗଦ୍ଦେବ ୧୦,୮୫୬ ଭୋଟରେ ଭାଜପା ପ୍ରାର୍ଥୀ ପୃଥୀରାଜ ହରିଚନ୍ଦନକୁ ପରାସ୍ତ କରି ବିଜୟୀ ହୋଇଛନ୍ତି । ଏଠାରେ ବିଜେଡି ପ୍ରାଥୀ ପ୍ରଶାନ୍ତ କୁମାର ଜଗଦ୍ଦେବ ୮୦, ୧୩୩, ଭାଜପା ପ୍ରାର୍ଥୀ ପୃଥୀରାଜ ହରିଚନ୍ଦନ ୬୯, ୨୭୭ ଓ କଂଗ୍ରେସ ପ୍ରାର୍ଥୀ ପ୍ରଦୀପ କୁମାର ସ୍ବାଇଁ ୪, ୯୩୯ ଭୋଟ ପାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନକ୍‌ଭିଙ୍କ ବଡ଼ ସୂଚନା: ବିନା ଦର୍ଶକରେ ହେବ ପାକିସ୍ତାନ କ୍ରିକେଟ ଲିଗ୍‌

ଲାହୋର, ୨୨ା୩: ମାର୍ଚ୍ଚ ୨୬ରୁ ପାକିସ୍ତାନ କ୍ରିକେଟ ଲିଗ୍‌ (ପିଏସ୍‌ଏଲ) ଅନୁଷ୍ଠିତ ହେବ। ତେବେ ଇରାନ-ୟୁଏସ୍‌ଏ-ଇସ୍ରାଏଲ ଯୁଦ୍ଧ ଯୋଗୁ ପ୍ରତିଯୋଗିତା ବିନା ଦର୍ଶରେ ଅନୁଷ୍ଠିତ ହେବ। ପାକିସ୍ତାନ…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri