ଖୋର୍ଦ୍ଧା ବ୍ଲଡ ବ୍ୟାଙ୍କରେ ରହିଛି ୭୦ ୟୁନିଟ୍‌ ରକ୍ତ

ଖୋର୍ଦ୍ଧା ଅଫିସ,୧୪ା୪: ଲକଡାଉନ ସମୟରେ ଖୋର୍ଦ୍ଧା ରକ୍ତଭଣ୍ଡାରରେ ରକ୍ତ ଅଭାବ ସମସ୍ୟା ଦୂର କରିବା ଲାଗି ପ୍ରଶାସନ ଓ ଜିଲା ସ୍ବାସ୍ଥ୍ୟ ସମିତି ମିଳିତ ଆନୁକୂଲ୍ୟରେ ମଙ୍ଗଳବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଶୀତାଂଶୁ ରାଉତ ଏହାକୁ ଉଦ୍‌ଘାଟନ କରିଥିଲେ। ଅତିରିକ୍ତ ଜିଲାପାଳ ମନୋଜ ପାଢୀ, ଉପଜିଲାପାଳ ଶାନ୍ତନୁ ମହାନ୍ତିି ଓ ଖବରଦାତା ଧନେଶ୍ୱର ବିଧାର ପ୍ରମୁଖ ରକ୍ତଦାନ କରିଥିଲେ। ସିଡିଏମ୍‌ଓ ବିଶ୍ୱରଞ୍ଜନ ପତି, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତା ମିଶ୍ର, ଡିପିଏମ୍‌ (ଏନ. ଏଚ୍‌. ଏମ୍‌) ପ୍ରଦ୍ୟୁମ୍ନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ବଡ ବ୍ୟାଙ୍କ ଅଧିକାରୀ ରକ୍ତସଂଗ୍ରହ କରିଥିଲେ। ବର୍ତ୍ତମାନ ବ୍ଲଡ ବ୍ୟାଙ୍କରେ ୭୦ ୟୁନିଟ୍‌ ରକ୍ତ ଗଚ୍ଛିତ ରହିଥିବା ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri