ଖୋଲାକୂଅରୁ ୫ ମୃତ ବାର୍‌ହା ଉଦ୍ଧାର

ବଇଣ୍ଡା,୧୫।୫(ଡି.ଏନ.ଏ.)- କିଶୋରନଗର ବ୍ଲକ ବାମୁର ରେଞ୍ଜ ଶାହାଜବାହାଳି ଗ୍ରାମର  ଅକ୍ଷୟ ସାହୁଙ୍କ ଖୋଲାକୂଅରୁ  ମଙ୍ଗଳବାର ବାମୁର ବନବିଭାଗ ୫ଟି ବାର୍‌ହାର ମୃତଦେହ ଉଦ୍ଧାର କରିଛି। ଘଟଣାରୁ ଜଣାପଡ଼ିଛି, ଅକ୍ଷୟ ତାଙ୍କ ଜମିରେ ପାଣି ମଡ଼ାଇବା ପାଇଁ ଏକ ଖୋଲାକୂଅ ନିର୍ମାଣ କରିଛନ୍ତି। ପାଣି ପିଇବା ପାଇଁ ନିକଟସ୍ଥ ନାଳକୁ ବାରହାମାନେ ଆସୁଥିବାବେଳେ ୫ଟି ବାରହା କୂଅ ଭିତରେ ପଡ଼ିଯାଇଥିଲେ। ୪ରୁ ୫ ଦିନ ତଳେ ଏହି ଘଟଣା ଘଟିଥିବାବେଳେ ମଙ୍ଗଳବାର କେତେଜଣ ପତ୍ର ତୋଳାଳି ମହିଳା ସେହି ବାଟ ଦେଇ ଯାଉଥିବାବେଳେ କୂଅରେ ବାର୍‌ହା ମରିପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ଗ୍ରାମବାସୀ ବନ ବିଭାଗକୁ ସୂଚନା ଦେଇଥିଲେ। ଖବରପାଇ ବାମୁର ରେଞ୍ଜର ଚିତ୍ତରଞ୍ଜନ ପ୍ରଧାନ, ଫରେଷ୍ଟର ଗୌରଚନ୍ଦ୍ର ଦନ୍ତା, ନିଳାମ୍ବର ମହାର, ପ୍ରଦୀପ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚି କୂଅରେ ଭାସୁଥିବା ମୃତ ବାରହାଙ୍କୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ପଥରରେ ଛେଚି ହତ୍ୟା: କାରଣ ଖୋଜୁଛି ପୋଲିସ

ଲହୁଣୀପଡ଼ା,୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ଅଧୀନ ଜାମୁଡ଼ିହି ପଞ୍ଚାୟତ କୁଞ୍ଚପାଣି ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗ୍ରାମର ସ୍ବର୍ଗତ ଲାକା...

ବିଷାକ୍ତ ହେଉଛି ମହାନଦୀ, ମିଳୁନି ମାଛ

ମହାକାଳପଡ଼ା,୩୧ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ପାରମ୍ପରିକ ମତ୍ସ୍ୟଜୀବୀମାନେ ପୂର୍ବରୁ ମହାନଦୀ ଓ ଶାଖା ନଦୀଗୁଡ଼ିକରେ ଜାଲ ବସାଇ ବିପୁଳ ଦେଶୀ ମାଛ...

ଆଇଆର୍‌ଇରେ ଚାକିରି ଦାବି: ମୃତକଙ୍କ ପରିବାର ସଦସ୍ୟଙ୍କ ଧାରଣା

ଛତ୍ରପୁର,୧୧।୧: ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇ) ପ୍ଲାଣ୍ଟରେ ନିଯୁକ୍ତି ଦାବି କରି ମୃତ କର୍ମଚାରୀଙ୍କ ପରିବାର ସଦସ୍ୟମାନଙ୍କ ପକ୍ଷରୁ ବୁଧବାରଠାରୁ...

ଖବର ପ୍ରକାଶ ପରେ ଦିବ୍ୟାଙ୍ଗ ଭାଇ, ଭଉଣୀଙ୍କୁ ମିଳିଲା ଭତ୍ତା

ଖଜୁରିପଡ଼ା/ବଲସକୁମ୍ପା,୩୧ା୫(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ବଲସକୁମ୍ପା ପଞ୍ଚାୟତ ଛନ୍ଦୁରୁପଦର ଗ୍ରାମର ବୀରେନ୍ଦ୍ର ପ୍ରଧାନଙ୍କ ପୁଅ ସତ୍ୟବାନ ଏବଂ ଝିଅ ସତ୍ୟପ୍ରଭା ଜନ୍ମରୁ ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ସେମାନଙ୍କୁ...

ସର୍ଭେ କରିବାକୁ ଯାଇ ନଦୀରେ ନିଖୋଜ ଘଟଣା: ଛତିଶଗଡ଼ରୁ ମିଳିଲା ସୌଭାଗ୍ୟଙ୍କ ମୃତଦେହ

ବେଗୁନିଆପଡା,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କୋଦଳା ଥାନା ଅନ୍ତର୍ଗତ ବଡଖଇରଖମା ଗ୍ରାମର ସୌଭାଗ୍ୟ କୁମାର ମହାରଣା ଗତ ୧୭ତାରିଖରେ ମାଲକାନଗିରି ଜିଲା ମାଥିଲି ଥାନା...

ବର୍ଷେ ପରେ ବି ହୋଇପାରିଲାନି ଜମି ଚିହ୍ନଟ

କେସିଙ୍ଗା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଫଟକାମାଲ ପଞ୍ଚାୟତରେ ସରକାରୀ ଗୋଚରଜମି ଉଚ୍ଛେଦ ପାଇଁ ମଙ୍ଗଳବାର ତହସିଲଦାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହା ସହ...

ଡରାଇଲାଣି ତୃତୀୟ ଲହର

ବାରିପଦା ଅଫିସ,୨୭।୮-କରୋନା ମହାମାରୀର ତୃତୀୟ ଲହର ଆଶଙ୍କାକୁ ନେଇ ସମସ୍ତେ ଭୀତସ୍ତତ। ସେପ୍ଟେମ୍ବର ଶେଷ ଓ ଅକ୍ଟୋବର ପ୍ରାରମ୍ଭରେ ସଂକ୍ରମଣ ବଢ଼ିବା ସମ୍ଭାବନା ଥିବା ନେଇ...

ଭୁଶୁଡ଼ିଲା ବ୍ରିଜ୍‌ ସେଣ୍ଟ୍ରିଂ, ଚାଲିଗଲା ଶ୍ରମିକଙ୍କ ଜୀବନ

ମାଲକାନଗିରି,୨୧ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ବ୍ରିଜ୍‌ର ସେଣ୍ଟ୍ରିଂ କାମ ଚାଲିଥିବା ବେଳେ ଏହା ଭୁଶୁଡ଼ି ପଡ଼ିବାରୁ...

Advertisement
Archives

Model This Week