ଖୋଲା ରହିବ ପଶୁ ଖାଦ୍ୟ ଦୋକାନ, ଚିକିତ୍ସାକାରୀ କ୍ଲିନିକ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପଶୁ ଚିକିତ୍ସାକାରୀ କ୍ଲିନିକ, ପଶୁ ଖାଦ୍ୟ ବିତରଣକାରୀ ଦେକାନ ଖୋଲା ରହିବ। ଏଗୁଡ଼ିକ ଅତ୍ୟାବଶ୍ୟକ ସେବା ଏବଂ ବସ୍ତୁ ଅନ୍ତର୍ଗତ ଥିବାରୁ ଦୋକାନଗୁଡ଼ିକ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିବା ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri