Posted inଜାତୀୟ

ଖୋଲିବ ୪୬୨ ଏକଲବ୍ୟ ସ୍କୁଲ

ରାଞ୍ଚି,୧୦ା୯(ଆଇଏଏନ୍‌ଏସ୍‌): ଦେଶର ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ତାରିଖରେ ଏକଲବ୍ୟ ସ୍କୁଲ ଶୁଭାରମ୍ଭ କରିବେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ସୋମବାର ଏହି ସୂଚନା ଦେଇଛନ୍ତି। ନବୋଦୟ ସ୍କୁଲ ଭଳି ୪୬୨ଟି ଏକଲବ୍ୟ ଆବାସିକ ବିଦ୍ୟାଳୟ ସ୍ଥାପନ ଲାଗି କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି। ଏଥିରେ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଆଦିବାସୀ ପିଲା ପଢ଼ିବା ସୁଯୋଗ ପାଇବେ। ଏଥିପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟ ହେବ। ଆଗାମୀ ୨ ବର୍ଷରେ ଏହିସବୁ ସ୍କୁଲ ଓଡ଼ିଶା, ଝାଡ଼ଖଣ୍ଡ, ଉତ୍ତରପୂର୍ବାଞ୍ଚଳ ଓ ଅନ୍ୟାନ୍ୟ ରାଜ୍ୟରେ ଖୋଲିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଭଉଣୀଙ୍କୁ କାର୍‌ ସହ କ୍ରେନ୍‌ ସାହାଯ୍ୟରେ ଟାଣିନେଲା ପୋଲିସ

ହାଇଦ୍ରାବାଦ,୨୯।୧୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇଏସ୍‌ ଶର୍ମିଲାଙ୍କୁ ପୋଲିସ କାର ସହ କ୍ରେନ୍‌ ସାହାଯ୍ୟରେ ଉଠାଇ ନେଇଛି ପୋଲିସ। ଶର୍ମିଲାଙ୍କ...

ଏନ୍‌ଆଇଏ ହାତରେ ୟୁରାନିୟମ୍‌ ମାମଲା

ମୁମ୍ବାଇ/ଇସ୍‌ଲାମାବାଦ,୧୦ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ୧୯୪୫ ଅଗଷ୍ଟ ୬ରେ ଜାପାନର ହିରୋଶିମା ଉପରେ ଆମେରିକା ଆକାଶମାର୍ଗରୁ ଏକ ୧୦ ଫୁଟ୍‌ (୩ ମିଟର) ଲମ୍ବର ବୋମା...

ମନ୍ତ୍ରୀଙ୍କୁ ମୋଦିଙ୍କ ତାଗିଦ୍‌, ନିର୍ବାଚନ ହେଉଥିବା ରାଜ୍ୟକୁ ଦିଅ ପ୍ରାଥମିକତା…

ନୂଆଦିଲ୍ଲୀ,୭।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶ,ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ...

ଜାତୀୟ ପୁରସ୍କାର ବିଜେତା ଅଭିନେତାଙ୍କ ପରଲୋକ: କରୋନାରେ ଥିଲେ ଆକ୍ରାନ୍ତ

ଜାତୀୟ ପୁରସ୍କାର ପାଇଥିବା ଫିଲ୍ମ ‘କୋର୍ଟ’ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଲେଖକ, ଗାୟକ ତଥା ଅଭିନେତା ଭୀରା ସାଥିଦାରଙ୍କର ୬୧ ବର୍ଷରେ ପରଲୋକ ଘଟିଛି।...

ବେଆଇନ ଲାଇସେନ୍ସ୍‌ ପ୍ରଦାନ ମାମଲା: ୧୩ଟି ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୦।୧୨: ମାରଣାସ୍ତ୍ର ରଖିବା ପାଇଁ ବେଆଇନ ଭାବେ ଦିଆଯାଇଥିବା ୨ ଲକ୍ଷ ଲାଇସେନ୍ସ୍‌ ମାମଲାରେ ସିବିଆଇ ପକ୍ଷରୁ ଦେଶର ୧୩ଟି ସ୍ଥାନରେ ସୋମବାର ଚଢ଼ାଉ ଆରମ୍ଭ...

ଅଗଷ୍ଟ ୩ ଯାଏ ଇଡି ହେପାଜତକୁ ଗଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୬।୭: ଗିରଫ ହୋଇଥିବା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। ପାର୍ଥ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ ଅଗଷ୍ଟ ୩ ଯାଏ...

ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ, ୭୦ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୧।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ମାନିଲା ପ୍ରଶାସନ, ରାହୁଲ-ପ୍ରିୟଙ୍କାଙ୍କୁ ଲକ୍ଷ୍ମୀପୁର ଯିବାକୁ ଅନୁମତି…

ଲକ୍ଷ୍ନୌ,୬।୧୦: ଶେଷରେ ଉତ୍ତରପ୍ରଦେଶ ପ୍ରଶାସନ ମାନିଛି। ଲକ୍ଷ୍ମୀପୁର ଖିରି ହିଂସାଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରାହୁଲ...

Advertisement
Archives

Model This Week