ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ ଗେଟ୍‌

ଭୁବନେଶ୍ୱର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍‌ ବୁଧବାର ଖୋଲିଛି । ତେବେ ପୂର୍ବରୁ ସବୁ ଗେଟ୍‌ ବନ୍ଦ ଥିବା ବେଳେ ଏବେ ୨ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୨୫.୧୫ ଘନ ଫୁଟ ଥିବା ବେଳେ ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଘନ ଫୁଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପାଇଁ ୪୦ଲକ୍ଷ ଦେଲେ ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ରାଜ୍ୟର ଅନ୍ୟତମ ପୁରାତନ ଶିକ୍ଷାନୁଷ୍ଠାନ ୟୁନିଭର୍‌ସିଟି ହାଇସ୍କୁଲ ବାଣୀବିହାରର ପୁରାତନ ଛାତ୍ରୀଛାତ୍ର ‘ମୋ ସ୍କୁଲ୍‌ ଅଭିଯାନ’ରେ ସାମିଲ ହୋଇ ନିଜ ବିଦ୍ୟାଳୟର ଭିତ୍ତିଭୂମି...

ଠିକ୍‌ ସମୟରେ ବିଫଳ : ରାଜଧାନୀ ଜଳମୟ

ଭୁବନେଶ୍ୱର,୨୫ା୧୦ : ଦକ୍ଷିଣ ଓ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ ରାଜଧାନୀ...

ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ

ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି...

ଡକାୟତ ଯୋଜନା ବେଳେ ପୋଲିସ ଚଢ଼ାଉ : ୩ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ, ଖଣ୍ଡା,ପିସ୍ତଲ,ଗୁଳି ଓ ମୁଖା ଜବତ

ଦେବଗଡ,୧୫।୧୨(ଡି.ଏନ.ଏ.)-ଗୁରୁବାର ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଆମ୍ବଗାଁ ହାଇସ୍କୁଲର ପୁରୁଣା ଛାତ୍ରାବାସ ନିକଟରେ ସଶସ୍ତ୍ର ଡକାୟତି ପାଇଁ ଯୋଜନା କରୁଥିବାବେଳେ ବାରକୋଟ ଥାନା...

ଖୁଦୁରୁକୁଣୀ ପୂଜାରେ ଅଘଟଣ: ପୋଖରୀକୁ ବାଲୁକା କରିବାକୁ ଯାଇ ବୁଡିଗଲେ ୬ ଯୁବତୀ

ଜଗତ୍‌ସିଂହପୁର ଅଫିସ,୮।୯: ଜଗତ୍‌ସିଂହପୁର ଜିଲା ସ୍ଥାନୀୟ ପାଟେଣୀ ଗାଁ ପୋଖରୀରେ ବୁଡି ରବିବାର ୬ ଯୁବତୀ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଶୁଭସ୍ମିତା...

ଜୀବନ ସଂଗ୍ରାମରେ ଶତ୍ରୁଘ୍ନ: ୨ କିଡ୍‌ନୀ ନଷ୍ଟ, ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଜଗତ୍‌ସିଂହପୁର ଅଫିସ,୨ା୩: ମାତ୍ର ୩୬ ବର୍ଷ ବୟସରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି ଜଗତ୍‌ସିଂହପୁର ବ୍ଲକ ଅଧୀନ ଖଇରଙ୍ଗ ପଞ୍ଚାୟତ...

ତଦନ୍ତ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ନିଶ୍ଚିନ୍ତକୋଇଲି,୧୮ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ କରିଥିବା ଆବେଦନ ସୋମବାର ଜେଏମ୍‌ଏଫ୍‌ସି କୋର୍ଟରେ ଖାରଜ ହୋଇଯାଇଛି। ଏଥିସହ ତଦନ୍ତ ପ୍ରକ୍ରିୟା...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ...

Advertisement
Archives

Model This Week